ଥରିଲା ଇଣ୍ଡୋନେସିଆ : ତିମୋର ଦ୍ବୀପରେ ୬.୧ ତୀବ୍ରତାର ଭୂକମ୍ପ ଝଟକା, କେହି ମୃତାହତ ହୋଇନଥିବା ସୂଚନା
ଜାକର୍ତା: ଆଜି ଇଣ୍ଡୋନେସିଆର ତିମୋର ଦ୍ବୀପରେ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଯାହାର ତୀବ୍ରତା ୬.୧ ରେକର୍ଡ ହୋଇଛି । ଭୂକମ୍ପ ଅନୁଭୂତ ହେବା ମାତ୍ରେ ଭୟରେ ଲୋକମାନେ ଘରୁ ବାହାରି ଆସିଥିଲେ । ଏହି ଭୂମିକମ୍ପ ଯୋଗୁଁ କେହି ମୃତାହତ ହୋଇନଥିବା ସୂଚନା ମିଳିଛି…