ଦାୟିତ୍ୱ ନେବାପରେ ଶ୍ରୀଜିଉଙ୍କୁ ଦର୍ଶନ କଲେ ରାଜ୍ୟପାଳ ରଘୁବର ଦାସ
ପୁରୀ: ଦାୟିତ୍ବ ନେବା ପରେ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ ସହ ଆଶିଷ ଲାଭ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ଗତକାଲି (ମଙ୍ଗଳବାର) ନୂତନ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବା ପରେ ଆଜି ପୁରୀ ଆସି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ରାଜ୍ୟପାଳ ରଘୁବର ଦାସ । ତେବେ ରାଜ୍ୟପାଳ…