ମରାଠା ସଂରକ୍ଷଣ ଦାବି ନେଇ ଜଳୁଛି ମହାରାଷ୍ଟ୍ର: ମୁଖ୍ୟମନ୍ତ୍ରୀଙ୍କ ସର୍ବଦଳୀୟ ବୈଠକ, ଉଦ୍ଧବ ଠାକରେଙ୍କୁ ଡାକିଲେନି
ମୁମ୍ବାଇ: ମହାରାଷ୍ଟ୍ରରେ ବଢିଲା ମରାଠା ସଂରକ୍ଷଣ ଦାବିକୁ ନେଇ ଆନ୍ଦୋଳନ । ଦାବି ପୂରଣ ପାଇଁ ଲୋକେ ହିଂସାମାର୍ଗକୁ ଓହ୍ଳାଇ ପଡିଛନ୍ତି । ତେବେ ହିଂସା ଅନ୍ୟପ୍ରତି ନୁହେଁ, ନିଜ ପ୍ରତି ହିଂସା ଆଚରଣ କରୁଛନ୍ତି ଲୋକେ । ଆତ୍ମହତ୍ୟା ଘଟଣା ଦିନକୁ ଦିନ ବଢିବାରେ ଲାଗିଛି । ଆନ୍ଦୋଳନ କରେ…