ମନ୍ତ୍ରୀଙ୍କ କଥା ନକଲ କରି ହସ୍ପିଟାଲ ମ୍ୟାନେଜରଙ୍କୁ ଠକେଇ ଅଭିଯୋଗରେ ସାଇବର ଠକ ଗିରଫ
ଭୁବନେଶ୍ୱର: କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପିଏ ବୋଲି ପରିଚୟ ଦେଇ ଜଣେ ସାଇବର ଠକ କଟକର ଜଣେ ଘରୋଇ ହସ୍ପିଟାଲ ମ୍ୟାନେଜରଙ୍କଠାରୁ ୪୬ ହଜାର ଟଙ୍କା ଠକି ନେଇଛନ୍ତି। ଅଭିଯୁକ୍ତ ଜଣକ ହେଲେ ଅନୁଗୁଳ କିଶୋରନଗରର କିନ୍ନର ସୌମ୍ୟରଞ୍ଜନ ପ୍ରଧାନ ଓରଫ ସୁଲଗ୍ନା।
ସୌମ୍ୟରଞ୍ଜନ ପ୍ରଧାନ…