ଆଜି ସାରାଦେଶରେ ପାଳନ କରାଯାଉଛି କରଓ୍ବା ଚୌଥ: ଆସନ୍ତୁ ଜାଣିବା କେମିତି ରଖିବେ ଉପବାସ , କଣ ରହିଛି ପୂଜା ବିଧି ଓ…
ନୂଆଦିଲ୍ଲୀ : ଆଜି ସାରାଦେଶରେ ପାଳନ କରାଯାଉଛି କରଓ୍ବା ଚୌଥ । ତେବେ ଆସନ୍ତୁ ଜାଣିବା କେମିତି ଏହି ବ୍ରତ ରଖାଯାଏ । କଣ ରହିଛି ପୂଜା ବିଧି ଏବଂ ଶୁଭ ମୁହୁର୍ତ୍ତ । ତେବେ ଉପବାସ କରୁଥିବା ମହିଳାମାନେ ସୂର୍ଯ୍ୟୋଦୟ ପୂର୍ବରୁ ସରଗି ଖାଇ ଉପବାସ ଆରମ୍ଭ କରନ୍ତି । ଏହି ଉପବାସ…