ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ: ମା’ ମୃତ, ବାପା ଓ ଝିଅ ଗୁରୁତର
ରାୟଗଡା: ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ ଘଟି ଜଣେ ମୃତ, ଦୁଇ ଗୁରୁତର । ଏଭଳି ଦୁଃଖଦ ଘଟଣା ଘଟିଛି ଗୁଣୁପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ଅସ୍ଥାୟୀ କଲୋନୀରେ । ମୃତକ ହେଲେ ୫୦ ବର୍ଷିୟ ମହିଳା ପ୍ରଭାତୀ ସିନାପାଲି ଅନ୍ୟ ଦୁଇ ଜଣ ହେଲେ ବାପା ସୂର୍ଯ୍ୟ ସିନାପାଲି ଏବଂ ତାଙ୍କ ୫…