ରାୟଗଡ଼ା ଓ ଝାରସୁଗୁଡ଼ାରେ ଆମ ଓଡ଼ିଶା ନବୀନ ଓଡ଼ିଶାର ଶୁଭାରମ୍ଭ; ବିକାଶମୂଳକ ପ୍ରକଳ୍ପ ପାଇଁ ୧୩୪ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ବର: ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ମାଧ୍ୟମରେ ନୂଆ ଓଡ଼ିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଆଜି ଭୁବନେଶ୍ବରରୁ…