ଭାରସାମ୍ୟ ହରାଇ ବିଲ ମଧ୍ୟକୁ ପଶିଲା ବସ୍ : ୧୪ ଆହତ, ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି
ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା କୁଶାମାଲ ଗାଁରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ସରକାରୀ ବସ୍ ବିଲ ଭିତରକୁ ପଶିଯାଇଛି । ଫଳରେ ଏହି ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି…