ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ: ଭି.କେ ପାଣ୍ଡିଆନ୍
ଭୁବନେଶ୍ବର: ଆଜି ମେଟ୍ରୋ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି ଭି.କେ ପାଣ୍ଡିଆନ୍ । ଗତକାଲି ପୁରୀ ଯାଇ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଥିବାବେଳେ ଆଜି ଭୋରରୁ ତ୍ରିଶୁଳିଆରେ ପହଞ୍ଚି ଭୁବନେଶ୍ବର-କଟକ ମେଟ୍ରୋ ପ୍ରକଳ୍ପର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଙ୍କ ନିର୍ଦ୍ଦେଶ…