୩ ଜଣ ଭାସିଗଲେ ନଦୀରେ…୨ ଉଦ୍ଧାର,ଜଣେ ନିଖୋଜ
ଭଦ୍ରକ:ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବାଲିଆପାଳ ନଦୀରେ ଗୁରୁବାର ବ୍ରିଜ୍ ନିର୍ମାଣ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ । ବାଲିଆପାଳ ପଟୁ ଅନ୍ୟ ପଟକୁ କାର୍ଯ୍ୟ ପାଇଁ ଯାଉଥିବା ବେଳେ ୩ ଜଣ ନଦୀରେ ଭାସି ଯାଇଥିଲେ । ସେମାନଙ୍କ ମଧ୍ୟରୁ ଜଣେ ନିଖୋଜ ଥିବା ବେଳେ ଅନ୍ୟ ୨ ଜଣକୁ ସ୍ଥାନୀୟ ଲୋକେ ଉଦ୍ଧାର…