ଡିସେମ୍ବର ୧୫ ସୁଦ୍ଧା ପୁରୀ ପରିକ୍ରମା ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ
ପୁରୀ: ଡିସେମ୍ବର ୧୫ ସୁଦ୍ଧା ପୁରୀ ପରିକ୍ରମା ପ୍ରକଳ୍ପ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଫାଇଭ ଟି ଓ ନବୀନ ଓଡିଶାର ଅଧ୍ୟକ୍ଷ ଭି କାର୍ତ୍ତିକେୟନ ପାଣ୍ଡିଆନ। ଆଇଏଏସ ଚାକିରିରୁ ଭିଆରଏସ ନେବା ପରେ ଆଜି ପ୍ରଥମ ଥର ପାଇଁ ଭୋର ସମୟରେ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ।…