ଅନ୍ଧାର ରାତିରେ ରେଳ ଧାରଣାରେ ବୁଲୁଥିଲେ ନାବାଳକ; ପିଟିଲା ଟ୍ରେନ
କୋରାପୁଟ:ଗୁରୁବାର ରାତି ପ୍ରାୟ ୪ଟାର ଘଟଣା । ଚାରିଆଡ ମିଞ୍ଜି ମିଞ୍ଜି ଅନ୍ଧାର । ନାବାଳକ ଜଣେ ବୁଲୁଥିଲେ ରେଲୱେ ଟ୍ରାକରେ । ହଠାତ୍ ମାଡି ଆସିଲା ଯନ୍ତ୍ର ଦାନବ । ପିଟିଦେଲା ନାବାଳକଙ୍କୁ । କିଛି ବୁଝିବା ପୂର୍ବରୁ ଛିଟିକି ପଡି ଦୂରରେ ପଡିଲେ ନାବାଳକ । ଏମିତି ଘଟଣା ଆସିଛି କୋରାପୁଟ…