କନ୍ଦାଇଲାଣି ପିଆଜ ଦର, ମାସକରେ ଦରଦାମ ଦୁଇଗୁଣ
ଭୁବନେଶ୍ଵର: ଟମାଟୋ ପରେ ଏବେ ପିଆଜର ପାଳି । କୁହନ୍ତି ଯେ, ପିଆଜ କାଟିଲେ ଲୋକଙ୍କ ଆଖିରେ ପାଣି ଆସେ । କିନ୍ତୁ ଏବେ ପିଆଜ କିଣିବାକୁ ବି ଲୋକଙ୍କ ଆଖିରେ ପାଣି ଆସିଯାଉଛି । ମାସକ ଭିତରେ ପିଆଜ ଦର ଡବଲ । ପିଆଜ କିଲୋ ପିଛା ମାସେ ତଳେ ୨୫ ଟଙ୍କା ଥିବା ବେଳେ ଏବେ ତାହା ଡବଲ ହୋଇ ୫୦ ଟଙ୍କାରେ…