Latest Odisha News

BREAKING NEWS

ଭାରତ ଆସୁଛନ୍ତି ପୁଟିନ: କେଉଁ ଫୋର୍ସ ନେବ ତାଙ୍କ ସୁରକ୍ଷା ଦାୟିତ୍ୱ?

ନୂଆଦିଲ୍ଲୀ: ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଡିସେମ୍ବର ୪ ରୁ ୫ ମଧ୍ୟରେ ଅନୁଷ୍ଠିତ ହେବ। ଏହି ସମୟରେ S-୪୦୦ ପ୍ରତିରକ୍ଷା ପ୍ରଣାଳୀ ଯୋଗାଣ ଏବଂ ଅନ୍ୟାନ୍ୟ ପ୍ରତିରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗ ଉପରେ ଧ୍ୟାନ ଦିଆଯିବ। ଏହି ଗସ୍ତ ସମୟରେ ସେ…

କଟକରେ ଭଙ୍ଗା ହେବ ବିପଦସଂକୁଳ କୋଠା: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: କଟକରେ ଥିବା ସମସ୍ତ ବିପଦ ଶଂକୁଳ ଚିଠା ଚିହ୍ନଟ କରାଯାଇ ଖୁବଶୀଘ୍ର ଭଙ୍ଗାଯିବ । ଏନେଇ କୋଠାଗୁଡିକୁ ଚିହ୍ନଟ କରିବାକୁ ଏକ ବିଶେଷ କମିଟିର ଗଠନ କରାଯାଇଥିବା କଥା ଆଜି ବିଧାନସଭାରେ ଏକ ଲିଖିତ ପ୍ରଶ୍ନର ଉତ୍ତର ଦେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ।…

‘ଇଣ୍ଡିଆନ’ ଶବ୍ଦକୁ କାହିଁକି ବ୍ୟାନ କଲେ ଟ୍ରମ୍ପ, ଏହାର ଆମେରିକା ସହିତ ସମ୍ପର୍କ କ’ଣ?

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଏକ ମନ୍ତବ୍ୟ ଦେଇଛନ୍ତି, ଯାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ସେ କହିଛନ୍ତି ଯେ "ଇଣ୍ଡିଆନ" ଶବ୍ଦ ଆଉ ଆମେରିକାରେ ବ୍ୟବହାର କରାଯିବା ଉଚିତ ନୁହେଁ। ଏହା ଅନେକ ଭାରତୀୟଙ୍କୁ ଆଶ୍ଚର୍ଯ୍ୟ କରିପାରେ, କିନ୍ତୁ ଡୋନାଲ୍ଡ…

ଗତ ୩ ବର୍ଷ ଭିତରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମକୁ ଆସିନି ଗୋଟେ ହେଲେବି ଜମି

ପୁରୀ: ରାଜ୍ୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ମୋଟ ୬୦,୪୨୬.୯୪୩ ଏକର ଜମି ଚିହ୍ନଟ ହୋଇଛି । ଏହା ଭିତରୁ ୩୮,୦୬୧.୮୯୨ ଏକର ଜମି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନାମରେ ରେକର୍ଡ ହୋଇଛି । ଏହା ବ୍ୟତୀତ ଅନ୍ୟ ୬ ରାଜ୍ୟରେ ମହାପ୍ରଭୁଙ୍କ ନାମରେ ୩୯୫.୨୫୨ ଏକର ଜମି ରହିଛି ବୋଲି ଆଜି ବିଧାନସଭା…

ହଠାତ ଆଇପିଏଲ ନିଲାମରୁ ଓହରିଗଲେ ମ୍ୟାକ୍ସୱେଲ

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆର ଷ୍ଟାର ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ହଠାତ ଆଇପିଏଲ ନିଲାମରୁ ଓହରି ଯାଇଛନ୍ତି । ଆଇପିଏଲ ୨୦୨୬ ମିନି ନିଲାମ ପୂର୍ବରୁ ସେ ଏହି ନିଷ୍ପତି ନେଇଛନ୍ତି । ତାଙ୍କ ପୂର୍ବରୁ ଆନ୍ଦ୍ରେ ରସେଲ ଓ ଫାପ ଡୁ ପ୍ଳେସି ମଧ୍ୟ ଆଇପିଏଲ ନିଲାମରୁ ଓହରି ଯାଇଥିଲେ । ଡିସେମ୍ବର ୧୬ରେ…

କୋହଲି ଶତକ ହାସଲ କରିବା ପରେ କଣ କହିଥିଲେ ରୋହିତ, ଖୁଲାସା କଲେ ଅର୍ଶଦୀପ

ରାଂଚୀ: ଦକ୍ଷିଣ ଆଫ୍ରିକା ପ୍ରଥମ ଦିନିକିଆ କ୍ରିକେଟ ମ୍ୟାଚରେ ବିରାଟ କୋହଲି ଆକର୍ଷଣୀୟ ଶତକ ହାସଲ କରିଥିଲେ । ସେ ଶତକ ହାସଲ କରିବା ପରେ ରୋହିତ ଶର୍ମା ପ୍ରତିକ୍ରିୟା ପରେ ଭାଇରାଲ ହୋଇଥିଲା । ଏବେ ରୋହିତ ସେ ସମୟରେ କଣ କହିଥିଲେ ତାର ଖୁଲାସା ସାଥୀ ଖେଳାଳି ଅର୍ଶଦୀପ ସିଂ କରିଛନ୍ତି । ସେ…

ସାବଧାନ! ବଜାରରେ ବୁଲୁଛି ପୁଳା ପୁଳା ନକଲି ମେଡିସିନ, ୪ ବର୍ଷରେ ଚିହ୍ନଟ ହେଲାଣି…

ଭୁବନେଶ୍ୱର: ଗତ ୪ ବର୍ଷରେ ରାଜ୍ୟରେ ଚିହ୍ନଟ ହୋଇଛି ଅଢେଇ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ନକଲି ମେଡିସିନ୍ । ୨୦୨୧ ରୁ ୨୦୨୪-୨୫ ଭିତରେ ୧୬୮ଟି ନକଲି ମେଡିସିନକୁ ଚିହ୍ନଟ କରିଛନ୍ତି ରାଜ୍ୟ ସରକାର । ଏନେଇ ଆଜି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ସ୍ଵାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ।…

କର୍ଣ୍ଣାଟକରେ ବ୍ରେକଫାଷ୍ଟ୍ ପଲିଟିକ୍ସ: ଜଳଖିଆ ପାଇଁ ଡିକେ ଶିବକୁମାରଙ୍କ ଘରେ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା

ବେଙ୍ଗାଲୁରୁ: କର୍ଣ୍ଣାଟକ କଳିରେ ପଡିଲା ପୂର୍ଣ୍ଣଚ୍ଛେଦ। ବ୍ରେକଫାଷ୍ଟ ଟେବୁଲରେ ତୁଟିଲା ଚୌକି କଳି। କର୍ଣ୍ଣାଟକର ଶାସକ କଂଗ୍ରେସ ଦଳ ମଧ୍ୟରେ କ୍ଷମତା ସଂଘର୍ଷ ଶେଷ ହୋଇଛି। ବ୍ରେକଫାଷ୍ଟ୍ ପଲିଟିକ୍ସ ମାଧ୍ୟମରେ ଦଳ ଭିତରେ ମତଭେଦ ସମାଧାନ ପାଇଁ ପ୍ରୟାସ ଚାଲିଛି। ଦଳର ହାଇକମାଣ୍ଡଙ୍କ…

Bomb Threat: ଇଣ୍ଡିଗୋ ଫ୍ଳାଇଟରେ ସୁଇସାଇଡ ବୋମା ଧମକ, ମୁମ୍ବାଇରେ ଜରୁରୀ ଅବତରଣ

ନୂଆଦିଲ୍ଲୀ: ପୁଣି ବିମାନରେ ବୋମା ଧମକ। ଇଣ୍ଡିଗୋ ଫ୍ଳାଇଟରେ ବୋମା ଧମକ ମିଳିଛି। କୁଏତରୁ ହାଇଦ୍ରାବାଦ ଆସୁଥିବା ବିମାନରେ ସୁଇସାଇଡ ବୋମାର ନେଇ ଦିଲ୍ଲୀ ଏୟାପୋର୍ଟକୁ ଇମେଲ ଆସିଥିଲା। ପରେ ମୁମ୍ବାଇରେ ବିମାନର ଜରୁରୀ ଅବତରଣ କରାଯାଇଛି। ଏନେଇ ଇଣ୍ଡିଗୋ ବିମାନ ବନ୍ଦର କର୍ତ୍ତୃପକ୍ଷଙ୍କ…

Constable Murder Case: କନଷ୍ଟେବଳ ଶୁଭମିତ୍ରା ହତ୍ୟା ମାମଲା: ୭୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା ପୋଲିସ

ଭୁବନେଶ୍ବର: କନଷ୍ଟେବଳ ଶୁଭମିତ୍ରା ହତ୍ୟା ମାମଲାରେ ଭୁବନେଶ୍ୱର SDJM କୋର୍ଟରେ ଚାର୍ଜସିଟ୍ ଦାଖଲ କଲା କ୍ୟାପିଟାଲ ଥାନା ପୋଲିସ। ୭୦୦ ପୃଷ୍ଠାର ଚାର୍ଜସିଟ୍ ଦାଖଲ କରିଛି ପୋଲିସ। ୪୨ ଜଣଙ୍କ ସାକ୍ଷ୍ୟ ଗ୍ରହଣ କରାଯାଇଛି। ଏଥିରେ ଶୁଭମିତ୍ରାଙ୍କ ସ୍ବାମୀ କନଷ୍ଟେବଳ ଦୀପକ ରାଉତଙ୍କୁ ମୁଖ୍ୟ…