ପ୍ରଫେସର ଗଣେଶୀ ଲାଲଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଆସନ୍ତାକାଲି ଓଡ଼ିଶାରୁ ନେବେ ବିଦାୟ
ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶାରୁ ବିଦାୟ ନେବେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଭବନ ଯାଇ ବିଦାୟୀ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତ। ତାଙ୍କର କାର୍ଯ୍ୟକାଳକୁ ପ୍ରଶଂସା କରିବା ସହ ତାଙ୍କୁ ଧନ୍ୟବାଦ ଦେଇଛନ୍ତି।…