ପୁରୀରେ ଅନୁଷ୍ଠିତ ହେବ ୪୪ତମ କୁମାର ଉତ୍ସବ: ମନମୋହିବ ସମ୍ବଲପୁରୀ ଲୋକନୃତ୍ୟ ସାଙ୍ଗକୁ କଣ୍ଠଶିଳ୍ପୀ ତାରିକ୍ ଅଜିଜଙ୍କ…
ପୁରୀ: ଆସୁଛି କୁମାର ପୂର୍ଣ୍ଣିମା । ଏହି ଅବସରରେ ତାରିଖରେ ଶ୍ରୀକ୍ଷେତ୍ର ଯୁବ ସାଂସ୍କୃତିକ ସଂସଦ ପୁରୀ ଆନୁକୁଲ୍ୟରେ ୪୪ ତମ କୁମାର ଉତ୍ସବ ଅନୁଷ୍ଠିତ ହେବାକୁ ଯାଉଛି । ଏହା ୨୮ ଏବଂ ୨୯ ଦୁଇ ଦିନ ଧରି ଚାଲିବ । ଏ ନେଇ ଆଜି ୟୁଥ ହଷ୍ଟେଲ ପରିସରରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ…