Latest Odisha News

BREAKING NEWS

ଭୁବନେଶ୍ୱରରେ ଦୁର୍ଗା ମୂର୍ତ୍ତି ଭସାଣି ଶୋଭାଯାତ୍ରାରେ ହିଂସା, ଦୁଇ ଆହତ

ଭୁବନେଶ୍ୱର: ବୁଧବାର ରାତିରେ ଭୁବନେଶ୍ୱରରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ରସୁଲଗଡ଼ ପୂଜା ମଣ୍ଡପର ମେଢ଼କୁ ଏକ ଭବ୍ୟ ଶୋଭାଯାତ୍ରାରେ ନିଆଯିବା ବେଳେ ଏହି ଅଘଟଣ ଘଟିଛି। କିଛି ଦୁର୍ବୃତ୍ତ ପୂଜା କମିଟି ସଦସ୍ୟ ଓ ଉତ୍ସବରେ ଭାଗ…

ଜାନୁଆରୀ ୫ରେ ଓଡ଼ିଶା ଭୋଟରଙ୍କ ଚୂଡାନ୍ତ ତାଲିକା ପ୍ରକାଶ ପାଇବ

ଭୁବନେଶ୍ୱର: ଆସନ୍ତା ବର୍ଷ ଜାନୁଆରୀ ୫ ତାରିଖରେ ଓଡ଼ିଶାର ଚୂଡାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ବୋଲି ବୁଧବାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ସିଇଓଙ୍କ ଦ୍ୱାରା ଡକାଯାଇଥିବା ସମସ୍ତ ରାଜନୈତିକ ଦଳର ପ୍ରତିନିଧିଙ୍କ ବୈଠକରେ ଏହି ତଥ୍ୟ…

ରାଜ୍ୟ ସରକାରଙ୍କ କ୍ରୀଡ଼ା ବିକାଶ ପଦକ୍ଷେପକୁ ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷଙ୍କ ପ୍ରଶଂସା

ଭୁବନେଶ୍ୱର: ଓଡ଼ିଶା ଗସ୍ତରେ ଆସିଥିବା ଅନ୍ତର୍ଜାତୀୟ ଚେସ୍ ମହାସଂଘ ପରିଚାଳନା ବୋର୍ଡର ଉପାଧ୍ୟକ୍ଷ ତଥା ଲାଟଭିଆ ଗଣତନ୍ତ୍ରର ପୂର୍ବତନ ଅର୍ଥ ଓ ଅର୍ଥନୀତି ମନ୍ତ୍ରୀ ଡାନା ରିଜନିସ୍ ଓଜୋଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଚେସକୁ ପ୍ରୋତ୍ସାହିତ କରିବା ଦିଗରେ ରାଜ୍ୟ ସରକାରଙ୍କ…

ଛାତ୍ରଙ୍କ ମାଡ଼ରେ ଚାଲିଗଲା ଅଧ୍ୟାପକଙ୍କ ଜୀବନ, ଦୀର୍ଘ ୮ ମାସ ଧରି ଚାଲିଥିଲା ଚିକିତ୍ସା

ଝାରସୁଗୁଡ଼ା: ସମ୍ବଲପୁରରେ କଲେଜ ଛାତ୍ର ମାଡ଼ରେ ଗୁରୁତର ଅଧ୍ଯାପକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ। ଦୀର୍ଘ ଆଠ ମାସ ଧରି ତାଙ୍କର ବୁର୍ଲାରେ ତାଙ୍କର ଚିକିତ୍ସା ଚାଲିଥିଲା। ଶେଷରେ ସେ ଜୀବନ ଯୁଦ୍ଧରେ ହାରିଗଲେ ଅଧ୍ୟାପକ। ଫେବୃଆରୀ ୨୨ ତାରିଖରେ ଝାରସୁଗୁଡ଼ା ଜିଲ୍ଲାରେ ଛାତ୍ରଙ୍କ ମାଡ଼ରେ…

ଜାନୁଆରୀ ୨୨ରେ ରାମମନ୍ଦିର ଉଦଘାଟନ କରିବେ ମୋଦି

ଲକ୍ଷ୍ନୌ: ଜାନୁଆରୀ ୨୨ରେ ଅଯୋଧ୍ୟାରେ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା କରାଯିବ । ନବ ନିର୍ମିତ ରାମ ମନ୍ଦିରର ଗର୍ଭଗୃହରେ ରାମଲାଲା ବିରାଜମାନ କରିବେ । ଏହି ପ୍ରତିଷ୍ଠା କାର୍ଯ୍ୟକ୍ରମ ଦିନ ୧୨.୩୦ରେ ଶୁଭାରମ୍ଭ ହେବ । ଏହି ସୂଚନା ଦେଇଛନ୍ତି ଶ୍ରୀରାମ ଜନ୍ମଭୂମି ଟ୍ରଷ୍ଟର ସାଧାରଣ ସମ୍ପାଦକ…

ଆଗ୍ରା ପାତାଲକୋଟ ଏକ୍ସପ୍ରେସରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ଲକ୍ଷ୍ନୌ: ଉତ୍ତରପ୍ରଦେଶର ଆଗ୍ରାରେ ବୁଧବାର ଏକ ବଡ ଅଘଟଣ ଘଟିଛି । ଆଗ୍ରା ଝାନ୍ସୀ ରେଲୱେ ଟ୍ରାକ ସ୍ଥିତ ଭାଣ୍ଡଇ ରେଳ ଷ୍ଟେସନ ନିକଟରେ ପାତାଲକୋଟ ଏକ୍ସପ୍ରେସରେ ହଠାତ ଅଗ୍ନିକାଣ୍ଡ ଘଟିଥିଲା । ଏକ୍ସପ୍ରେସରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଏହାର ୨ଟି ବଗି ସମ୍ପୂର୍ଣ୍ଣ ଜଳି ନଷ୍ଟ ହୋଇଯାଇଥିବା…

ଇସ୍ରାଏଲ୍‌ର ରାଷ୍ଟ୍ରଦୂତଙ୍କୁ ଭେଟିଲେ କଙ୍ଗନା, ଇସଲାମ ଆତଙ୍କବାଦ ବିରୋଧରେ ଲଢେଇକୁ କଲେ ସମର୍ଥନ

ମୁମ୍ୱାଇ: ଇସ୍ରାଏଲର ରାଷ୍ଟ୍ରଦୂତ ନାଓର ଗିଲୋନଙ୍କୁ ଭେଟିଲେ ବଲିଉଡ଼ କ୍ଵିନ୍‌ କଙ୍ଗନା ରଣାୱତ୍‌। ମଙ୍ଗଳବାର ଦିଲ୍ଲୀର ଇସ୍ରାଏଲ୍ ଦୂତାବାସ କାର୍ଯ୍ୟାଳୟରେ ନାଓର ଗିଲୋନଙ୍କ ସହ କଙ୍ଗନାଙ୍କ ବୈଠକ ହୋଇଥିଲା। ଦଶହରା ଅବସରରେ କଙ୍ଗନା ରାବଣପୋଡି କାର୍ଯ୍ୟକ୍ରମରେ ଭାଗ ନେବାକୁ ଆସିଥିଲେ। ଏହା ପରେ…

ସମୁଦ୍ର ପଥ ଦେଇ ଇସ୍ରାଏଲରେ ପ୍ରବେଶ ବେଳେ ୨ ହମାସ ଆତଙ୍କବାଦୀ ନିହତ

ତେଲ ଅଭୀବ: ହମାସ ଓ ଇସ୍ରାଏଲ ମଧ୍ୟରେ ଥମିବାର ନାଁ ଧରୁନି ଯୁଦ୍ଧ । ଇସ୍ରାଏଲ ଆକ୍ରମଣରେ ସମ୍ପୁର୍ଣ୍ଣ ଧ୍ୱଂସ ହୋଇଥିଲେ ହେଁ ହାମାସ ଆତଙ୍କବାଦୀଙ୍କ ମନୋବଳ ଏପର୍ଯ୍ୟନ୍ତ ହ୍ରାସ ପାଇନାହିଁ । ଏହି ସମୟରେ ହାମାସ ଆତଙ୍କବାଦୀମାନେ ସମୁଦ୍ର ଦେଇ ଇସ୍ରାଏଲରେ ପ୍ରବେଶ କରିବାକୁ ଚେଷ୍ଟା କରୁଥିବା ଖବର…

ବଙ୍ଗୋମୁଣ୍ଡାରେ ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦ: ଲାଗୁ ହେଲା ୧୪୪ ଧାରା

ବଲାଙ୍ଗୀର: ବଙ୍ଗୋମୁଣ୍ଡାରେ ଲାଗୁ ହେଲା ୧୪୪ ଧାରା। ପାଟଖଣ୍ଡା ଯାତ୍ରା ପାଇଁ ସହରରେ କଟକଣା ଲାଗୁ କରାଯାଇଛି। ଦୁଇ ଗୋଷ୍ଠୀ ମଧ୍ୟରେ ଝଗଡ଼ାକୁ କେନ୍ଦ୍ର କରି ବଲାଙ୍ଗୀର ଜିଲ୍ଲା ବ‌ଙ୍ଗୋମୁଣ୍ଡାରେ ପ୍ରଶାସନ ୧୪୪ ଧାରା ଜାରି କରିଛି। ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୨୬ ମଧ୍ୟରାତ୍ରି…

ପୋଲିସ ଉପରକୁ ଅବସରପ୍ରାପ୍ତ ଯବାନଙ୍କ ଆକ୍ରମଣ ଘଟଣା; ବଦଳିଲେ ବାଙ୍କୀ ଥାନା ଆଇଆଇସି

କଟକ: ବାଙ୍କି ଥାନା ଆଇଆଇସି କାବୁଲି ବାରିକଙ୍କ ବଦଳି। ଭଦ୍ରେଶ୍ୱର ଥାନାକୁ ବଦଳି ହେଲେ କାବୁଲି ବାରିକ। କଟକ ଜିଲ୍ଲା ବାଙ୍କୀରେ ପୋଲିସ ଉପରକୁ ଅବସରପ୍ରାପ୍ତ ଯବାନଙ୍କ ଆକ୍ରମଣ ଘଟଣାରେ ଆଇଆଇସି କାବୁଲି ବାରିକଙ୍କ ବଦଳି ହୋଇଛି। ଭଦ୍ରେଶ୍ବର ଥାନା ଆଇଆଇସି ଶିବ ପ୍ରସାଦ ବେହେରାଙ୍କୁ ବାଙ୍କୀ…