ତୃଣମୂଳ ସ୍ତରରେ ଯୋଜନା ପହଁଚାଇବେ ‘ବାବୁ’, କେନ୍ଦ୍ରର ନିଷ୍ପତ୍ତିକୁ ବିରୋଧୀଙ୍କ ସମାଲୋଚନା
ନୂଆଦିଲ୍ଲୀ: ନରେନ୍ଦ୍ର ମୋଦୀ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ପାଇଁ କେନ୍ଦ୍ରର ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ଆଣିବା ଘଟଣା ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି। କଂଗ୍ରେସ ଅଭିଯୋଗ କରିଛି ଯେ ସରକାରୀ କର୍ମଚାରୀଙ୍କୁ ପ୍ରଚାର ପାଇଁ ବ୍ୟବହାର…