କର୍ଣ୍ଣାଟକ ସରକାରଙ୍କ ବଡ଼ ନିଷ୍ପତ୍ତି, ପରୀକ୍ଷା ସମୟରେ ମୁସଲମାନ ଛାତ୍ରୀ ପିନ୍ଧି ପାରିବେ ହିଜାବ
ବେଙ୍ଗାଲୁରୁ: ହିଜାବକୁ ନେଇ କର୍ଣ୍ଣାଟକ ସରକାର ଏକ ବଡ ନିଷ୍ପତ୍ତି ନେଇଛନ୍ତି। ପ୍ରତିଯୋଗିତାମୂଳକ ପରୀକ୍ଷା ସମୟରେ ଛାତ୍ରୀମାନଙ୍କୁ ହିଜାବ ପିନ୍ଧିବାକୁ ସରକାର ଅନୁମତି ଦେଇଛନ୍ତି। ସରକାରଙ୍କ ଏହି ନିଷ୍ପତ୍ତି ପରେ ଛାତ୍ରୀମାନେ ହିଜାବ ପିନ୍ଧି ପରୀକ୍ଷା ଦେଇପାରିବେ। କର୍ଣ୍ଣାଟକ…