Latest Odisha News

BREAKING NEWS

ସୟେଦ ମୁସ୍ତାକ ଅଲୀ ଟ୍ରଫି: ରୋମାଂଚକ ମୁକାବିଲାରେ ସର୍ଭିସେସଠାରୁ ହାରିଲା ଓଡିଶା

ମୁମ୍ବାଇ: ଚଳିତ ସୟେଦ ମୁସ୍ତାକ ଅଲୀ ଟ୍ରଫି କ୍ରିକେଟରେ ଶନିବରେ ଓଡିଶା ଏକ ରୋମାଂଚକ ମୁକାବିଲାରେ ସର୍ଭିସେସ ନିକଟରୁ ୩ ୱିକେଟରେ ହାରିଯାଇଛି । ଆଉ ଗୋଟିଏ ବଲ ବାକିଥିବା ବେଳେ ସର୍ଭିସେସ ବିଜୟୀ ହୋଇଥିଲା । ପ୍ରଥମେ ବ୍ୟାଟିଂ କରି ଓଡିଶା ୨୦ ଓଭରରେ ୮ ୱିକେଟ ହରାଇ ୧୪୨ ରନ କରିଥିଲା ।…

ଟ୍ରେନ୍ ଶୌଚାଳୟରୁ ମହିଳାଙ୍କ ମୃତଦେହ ମିଳିବା ଘଟଣା: ୬ ମାସ ପରେ ଅଭିଯୁକ୍ତ ସ୍ୱାମୀ ଗିରଫ

ଭୁବନେଶ୍ୱର: ସତ୍ୟନଗର କୋଚିଂୟାର୍ଡରେ ଟ୍ରେନ୍ ଶୌଚାଳୟରୁ ମହିଳାଙ୍କ ତଣ୍ଟିକଟା ମୃତଦେହ ମିଳିବା ଘଟଣାରେ ଆଜି ଅଭିଯୁକ୍ତ ସ୍ୱାମୀକୁ ଗିରଫ କରିଛି ପୋଲିସ। ଘଟଣାର ୬ ମାସ ପରେ ଅଭିଯୁକ୍ତ ସ୍ୱାମୀକୁ ସୁରତରୁ ଗିରଫ କରାଯାଇଛି। ସୂଚନା ଅନୁସାରେ ଏପ୍ରିଲ ୨୦ ତାରିଖରେ ଭୁବନେଶ୍ୱର-ଧାନବାଦ…

ଗତପତି ଜଙ୍ଗଲରେ ଚିହ୍ନଟ ହେଲା ରୟାଲ ବେଙ୍ଗଲ ଟାଇଗର

ଭୁବନେଶ୍ୱର: ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର। ନିକଟରେ ଗଜପତି ଜିଲ୍ଲାର ଏକ ଜଙ୍ଗଲରେ ରୟାଲ ବେଙ୍ଗଲ ଟାଇଗର (ଆରବିଟି) ଦେଖିବାକୁ ମିଳିଛି। ସୂଚନାନୁସାରେ, ବନ ବିଭାଗ ଏକ ଫଟୋ ପ୍ରକାଶ କରିଛି, ଯେଉଁଠି ଜିଲ୍ଲାର ମହେନ୍ଦ୍ରଗିରି ଜଙ୍ଗଲରେ ଏହି ବାଘକୁ ଚିହ୍ନଟ କରାଯାଇଛି। ଅକ୍ଟୋବର…

ଦୂଷିତ ଜଳରୁ ଗଲା ୧୧ ଜୁଆଙ୍ଗଙ୍କ ଜୀବନ: ଜନ୍ତାରୀ ଗ୍ରାମକୁ କଂଗ୍ରେସ ପଠାଇଲା ତଥ୍ୟ ଅନୁସନ୍ଧାନୀକାରୀ ଦଳ

ଭୁବନେଶ୍ୱର: କେନ୍ଦୁଝର ଜିଲ୍ଲା ବାଂଶପାଳ ବ୍ଲକ୍‌ ଗୋନାସିକା ପଞ୍ଚାୟତ ଅନ୍ତର୍ଗତ ଜନ୍ତାରୀ ଗ୍ରାମର ଜୁଆଙ୍ଗ ସାହିରେ ଦୂଷିତ ପାଣି ପିଇ ୧୧ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଖବର ପ୍ରକାଶ ପାଇବା ପରେ ଏକ ତଥ୍ୟ ଅନୁସନ୍ଧାନକାରୀ କମିଟି ଗଠନ କରିଛି ପ୍ରଦେଶ କଂଗ୍ରେସ କମିଟି। ଏହି ଘଟଣାର ପ୍ରକୃତ…

ବିଶ୍ୱକପରେ ବିଜୟ ଖାତା ଖୋଲିଲା ଶ୍ରୀଲଙ୍କା

ଲକ୍ଷ୍ନୌ: ଚଳିତ ବିଶ୍ୱକପ କ୍ରିକେଟରେ ଶେଷରେ ବିଜୟର ଖାତା ଖୋଲିଛି ଶ୍ରୀଲଙ୍କା । କ୍ରମାଗତ ୩ଟି ମ୍ୟାଚ ହାରିବା ପରେ ଶ୍ରୀଲଙ୍କା ଶନିବାର ଅନୁଷ୍ଠିତ ମୁକାବିଲାରେ ନେଦରଲାଣ୍ଡକୁ ୫ ୱିକେଟରେ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ନେଦରଲାଣ୍ଡ ୪୯.୪ ଓଭରରେ ୨୬୨ ରନ କରି ଅଲଆଉଟ ହୋଇ ଯାଇଥିଲା…

କ୍ଲାସେନଙ୍କ ଶତକ, ଇଂଲଣ୍ଡ ସମ୍ମୁଖରେ ୪୦୦ ରନର ଲକ୍ଷ୍ୟ ରଖିଲା ଦକ୍ଷିଣ ଆଫ୍ରିକା

ମୁମ୍ବାଇ: ଚଳିତ ବିଶ୍ୱକପ କ୍ରିକେଟରେ ଶନିବାର ଅନୁଷ୍ଠିତ ମୁକାବିଲାରେ ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ କରି ଇଂଲଣ୍ଡ ସମ୍ମୁଖରେ ୪୦୦ ରନର ବିଶାଳ ଲକ୍ଷ୍ୟ ରଖିଛି । ବିଶ୍ୱକପ ଏବଂ ଆନ୍ତର୍ଜାତୀୟ ଦିନିକିଆ ମ୍ୟାଚରେ କୌଣସି ଟିମ ପକ୍ଷରୁ ଇଂଲଣ୍ଡ ବିପକ୍ଷରେ ଏହା ସର୍ବାଧିକ ସ୍କୋର ।…

୮୦ ବର୍ଷରେ ପଦାର୍ପଣ କଲା ସୋହେଲା ଦୂର୍ଗା ପୂଜା

ବରଗଡ: ପାର୍ବଣର ଆରମ୍ଭରେ ପୁଲକିତ ଧରଣୀ ରାଣୀ । ଧରାପୃଷ୍ଠରେ ଅବତରଣ କରିଛନ୍ତି ଜଗତଜନନୀ ମା' ଦୁର୍ଗା । ମା'ଙ୍କ ଆଗମନରେ ଗାଁ ଠୁ ସହର ଚାରିଆଡେ ଉତ୍ସବର ମାହୋଲ । ଏହି ପରିପ୍ରେକ୍ଷୀରେ ବରଗଡ ଜିଲ୍ଲାର ସୋହେଲାରେ ନବରାତ୍ରୀରୁ ଆରମ୍ଭ ହୋଇଛି ଦୁର୍ଗା ପୂଜା । ଦେବୀ ମା'ଙ୍କ ପୂଜା ସହ ରାମଳୀଲା…

ରାଜସ୍ଥାନରେ ବସୁନ୍ଧରାଙ୍କୁ ଖୁସି କରାଇଲା ବିଜେପି, ପାଇଲଟଙ୍କ କଥା ବୁଝିଲା କଂଗ୍ରେସ !

ଭୁବନେଶ୍ୱର: ବିଭିନ୍ନ ଚର୍ଚ୍ଚା ଓ କଳ୍ପନା ଜଳ୍ପନା ମଧ୍ୟରେ ରାଜସ୍ଥାନରେ କଂଗ୍ରେସର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ବହୁ ପୂର୍ବରୁ ଦଳ ପକ୍ଷରୁ ପ୍ରାର୍ଥୀ ଚୟନ ପାଇଁ ଲଗାତର ବୈଠକ ହେଉଥିଲେ ମଧ୍ୟ ଟିକେଟ ତାଲିକା ଉପରେ ଚୁଡାନ୍ତ ମୋହର ଲାଗି ପାରୁ ନ ଥିଲା। କିନ୍ତୁ…

ଆମେରିକା ରକ୍ଷା ବିଭାଗ ରିପୋର୍ଟ ଭାରତର ଚିନ୍ତା ବଢାଇଲା, ସୁଧୁରୁନି ଚୀନ

ନୂଆଦିଲ୍ଲୀ: ଆମେରିକା ରକ୍ଷା ବିଭାଗର ବାର୍ଷିକ ରିପୋର୍ଟ ଭାରତର ଚିନ୍ତା ବଢ଼ାଇଛି । ଏହି ରିପୋର୍ଟ ଅନୁସାରେ ଭାରତର ଏଲଏସି ନିକଟରେ ଚୀନ ଅତିରିକ୍ତ ସୈନ୍ୟ ବଳ ନିଯୁକ୍ତ କରିଛି । ଏହା ବ୍ୟତୀତ ଏଠାରେ ଅଣ୍ଡରଗ୍ରାଉଣ୍ଡ ଷ୍ଟୋରେଜ ଫାସିଲିଟି, ରାସ୍ତା, ହେଲିପ୍ୟାଡ ଓ କୃତ୍ରିମ ଗ୍ରାମ ସୃଷ୍ଟି କରି…

ବିବେକ ଅଗ୍ନୀହୋତ୍ରୀଙ୍କ ନୂଆ ଫିଲ୍ମ ଘୋଷଣା, ମହାଭାରତ ଉପରେ ଆଧାରିତ ହେବ କାହାଣୀ

ମୁମ୍ବାଇ: ନିକଟରେ ଫିଲ୍ମ ମେକର ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ‘ଦି ଭ୍ୟାକ୍ସିନ ୱାର୍‌’ ରିଲିଜ ହୋଇଛି। ଏହାପୂର୍ବରୁ ସେ ‘ଦ କାଶ୍ମୀର ଫାଇଲ’ ଭଳି ହିଟ୍ ଫିଲ୍ମ କରିଛନ୍ତି। କିନ୍ତୁ ତାଙ୍କ ଫିଲ୍ମ ‘ଦି ଭ୍ୟାକ୍ସିନ ୱାର୍‌’ ଫ୍ଲପ୍ ହୋଇଥିଲା। ଏହି ଫିଲ୍ମ ଫ୍ଲପ୍ ହେବା ପରେ ଫିଲ୍ମ ନିର୍ମାତା…