ଲୋକଙ୍କୁ ନାହିଁ ପିଇବା ପାଣି, ପ୍ରଚାର ସର୍ବସ୍ୱ ବିକାଶ କାହାଣୀ : ବିଜେପି
ଭୁବନେଶ୍ୱର:ଲୋକଙ୍କୁ ନାହିଁ ପିଇବା ପାଣି । ପ୍ରଚାର ସର୍ବସ୍ୱ ବିକାଶ କାହାଣୀ । କେନ୍ଦ୍ର ସରକାର ପାନୀୟ ଜଳ ଯୋଗାଣ ପାଇଁ ଅନୁଦାନ ଦେଉଥିଲେ ହେଁ ରାଜ୍ୟ ସରକାର ଖର୍ଚ୍ଚ କରୁନାହାନ୍ତି । ଟଙ୍କା ଫେରି ଯାଉଛି, ଅଥଚ ଲୋକେ ପାଣି ପାଇଁ ଡହଳ ବିକଳ ହେଉଛନ୍ତି । ରାଜ୍ୟ ସରକାରଙ୍କ ପାନୀୟ ଜଳ…