ଅଧିକ ପାଣି ପିଉଛନ୍ତି କି? ଯାଇପାରେ ଜୀବନ! ଜାଣନ୍ତୁ ଦିନକୁ ପିଇବେ କେତେ ପାଣି…
ଭୁବନେଶ୍ବର: ଅତ୍ୟଧିକ ପାଣି ପିଉଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ। କାରାଣ ଏହା ଦ୍ବାରା ଅସୁବିଧାରେ ପଡିପାରନ୍ତି ଆପଣ । ହୋଇପାରେ ଆପଣକୁ ଏହି ରୋଗ । ଆଉ ଯାଇପାରେ ଜୀବନ। ଆପଣ ଜାଣିଥିବେ, ପାଣି ପିଇବା ଶରୀର ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ, କିନ୍ତୁ ଅତ୍ୟଧିକ ପାଣି ପିଇବା ମଧ୍ୟ…