ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚରେ ଖେଳି ନ ପାରନ୍ତି ହାର୍ଦ୍ଦିକ, ଚିକିତ୍ସା ପାଇଁ ଯିବେ ବାଙ୍ଗାଲୋର
ନୂଆଦିଲ୍ଲୀ: ଚଳିତ ବିଶ୍ୱକପ କ୍ରିକେଟରେ ବାଂଲାଦେଶ ବିପକ୍ଷ ମ୍ୟାଚ ଅବସରରେ ଭାରତର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତର ଆହତ ହୋଇଛନ୍ତି । ମିଡିଆ ରିପୋର୍ଟ ଅନୁସାରେ ବାଙ୍ଗାଲୋରରେ ଥିବା ନ୍ୟାଶନାଲ କ୍ରିକେଟ ଏକାଡେମୀକୁ ତାଙ୍କୁ ଚିକିତ୍ସା ପାଇଁ ନିଆଯାଇପାରେ । ସେଠାରେ ଇଂଲଣ୍ଡର…