ନୁରୀ ପାଇଁ ଫସିଗଲେ ରାହୁଲ !
ଭୁବନେଶ୍ୱର: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମା ସୋନିଆଙ୍କୁ ଦେଇଥିବା କୁକୁର ଛୁଆକୁ ନେଇ ବିବାଦ। ଏହି ଛୁଆର ନାଁ ନୁରୀ ରଖିବାକୁ ନେଇ ବିବାଦ ସୃଷ୍ଟି ହୋଇଛି। ଏହି ପ୍ରସଙ୍ଗ ଏବେ ଅଦାଲତରେ ପହଞ୍ଚିଛି ।
ୟୁପିର ପ୍ରୟାଗରାଜରେ ଜଣେ ବ୍ୟକ୍ତି ଏ ପ୍ରସଙ୍ଗକୁ ନେଇ ଅଦାଲତଙ୍କ ଦ୍ୱାରସ୍ଥ…