Latest Odisha News

BREAKING NEWS

ସମୁଦ୍ରରେ ଗାଧୋଇବା ବେଳେ ଅଘଟଣ, ବୁଡିଗଲେ ୨ ଛାତ୍ର

ବ୍ରହ୍ମପୁର: ଅନେକ ସମୟରେ କଲେଜ ଓ ସ୍କୁଲ ଛାତ୍ରଛାତ୍ରୀ ମାନେ ପୋଖରୀ, ନଦୀ, ସମୁଦ୍ରରେ ଗୋଧୋଇବାକୁ ଯାଇ ପାଣିରେ ବୁଡି କିଏ ନିଖୋଜ ଓ କିଏ ମୃତ ହେଉଥିବା ଖବର ସାମ୍ନାକୁ ଆସୁଛି । ସେହିଭଳି ପୁଣି ଏକ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାର ଗୋପାଳପୁରରେ। ସୂଚନାମୁତାବକ, ଆଜି ଗୋପାଳପୁର ସମୁଦ୍ରରେ…

ମହିଳା ପ୍ରିମିୟର ଲିଗ ୨୦୨୪: ୫ ଟିମ ୬୦ ଖେଳାଳିଙ୍କୁ ଦଳରେ ରଖିଲେ

ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ ଗୁରୁବାର ମହିଳା ପ୍ରିମିୟର ଲିଗ ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛି । ୫ଟି ଟିମ ୨୧ ବିଦେଶୀ ଖେଳାଳିଙ୍କ ସମେତ ୬୦ଜଣଙ୍କୁ ଦଳରେ ବଜାୟ ରଖିଛନ୍ତି । ୨୯ ଖେଳାଳିଙ୍କୁ ଓଭରାଲ ରିଲିଜ କରାଯାଇଛି । ଆସନ୍ତୁ ନଜର ପକାଇବା କେଉଁ ଟିମ କାହାକୁ…

ପ୍ରତି ୭୬-୭୯ ବର୍ଷରେ ଥରେ ଆସେ ହେଲି ଧୂମକେତୁ, ଆକାଶରେ ହେବ ଉଲକା ବର୍ଷା !

ନୂଆଦିଲ୍ଲୀ: ଫେରିବ କି ହେଲି ଧୂମକେତୁ ? ଆକାଶରେ ହେବ କି ଉଲକା ବର୍ଷା ? ଯଦି ସତରେ ହେଲି ଧୂମକେତୁ ଫେରେ ତେବେ ରବିବାର କିମ୍ବା ସୋମବାର ସକାଳେ ଆକାଶରେ ହେବ ଉଲକା ବର୍ଷା। ପ୍ରତି ୭୬ ରୁ ୭୯ ବର୍ଷରେ ଥରେ ଆସେ ଏହି ହେଲି ଧୂମକେତୁ। ଏପରି ହେଲେ, ହେଲି ଧୂମକେତୁ ପରି ସମଗ୍ର ଆକାଶ ଆଲୋକିତ…

କଅଁଳ ମନ ହେଲେ ମୁଣ୍ଡ ଉପରେ ପାହାଡର ବୋଝ; ତଥାପି ହସି ହସି ରୋଗୀଣା ବାପାଙ୍କ ସେବା କରୁଛି କୁନି ପୁଅ

ବରଗଡ:କଅଁଳ ମନ  । ହେଲେ ମୁଣ୍ଡ ଉପରେ ପାହାଡ ପରି ବୋଝ । ତଥାପି ତା ମନରେ ଦୁଃଖ ନାହିଁ । ଏ ବୋଝ ମୁଣ୍ଡେଇ ଭାଙ୍ଗି ପଡିନି । ତା ପାଇଁ ମା’ର ପଣତ ନାହିଁ ଝାଳ ପୋଛି ଦେବାକୁ । ବାପାର ଆଶ୍ରୟ ତଳେ ଜିଇଁଥିଲା ଯେ ଭାଗ୍ୟ ସହି ପାରିଲାନି । ରାେଗଶଯ୍ୟାରେ ବାପା ଏବେ କୁନି ପୁଅର ଆଶ୍ରାରେ । ସେ…

ସାହିତ୍ୟ ପତ୍ରିକା ‘ଅକ୍ଷାଂଶ’ର ଶାରଦୀୟ ସଂଖ୍ୟା ଉନ୍ମୋଚିତ

ଭୁବନେଶ୍ୱର : ହରିଶ୍ଚନ୍ଦ୍ର ବେହେରାଙ୍କ ସମ୍ପାଦନାରେ ପ୍ରକାଶିତ ସାହିତ୍ୟ ପତ୍ରିକା ' ଅକ୍ଷାଂଶ'ର ଶାରଦୀୟ ସଂଖ୍ୟା ସ୍ଥାନୀୟ ଜୟଦେବ ଭବନରେ ବିଶିଷ୍ଟ କବି ଫନୀ ମହାନ୍ତିଙ୍କ ଦ୍ୱାରା ଉନ୍ମୋଚିତ ହୋଇଯାଇଛି । ।ଏହି କାର୍ଯ୍ୟକ୍ରମରେ ପୂର୍ବତନ ରାଷ୍ଟ୍ରଦୂତ କବି ଅମରେନ୍ଦ୍ର ଖଟୁଆ ବରେଣ୍ୟ…

ବାଲେଶ୍ବରରେ ଗ୍ୟାସ୍ ଟାଙ୍କି ଫାଟି ଭୟଙ୍କର ବିସ୍ଫୋରଣ : ଦୁଇ ଗୁରୁତର, ମେଡିକାଲରେ ଭର୍ତ୍ତି

ବାଲେଶ୍ବର: ବାଲେଶ୍ୱର ଜିଲ୍ଲା ନରସିଂହପୁର ପଞ୍ଚାୟତ ପୁରୁଣା ଗାଁରେ ଅଘଟଣ  । ଆଜି ମଧ୍ୟାହ୍ନରେ ଏକ ଗ୍ୟାସ୍‌ ଟାଙ୍କି ଫାଟି ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏଥିରେ  ଜଣେ ପୁରୁଷ ଓ ଜଣେ ମହିଳା ଗୁରୁତର ହୋଇଥିବା ଜଣାଯାଇଛି। ସେମାନଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନା…

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ବାର୍ଷିକ ଉତ୍ସବ ଉଦ୍‌ଯାପିତ

୮ଭୁବନେଶ୍ବର : ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସାଂସ୍କୃତିକ ପରିଷଦର ଦୁଇଦିନିଆ ବାର୍ଷିକ ଉତ୍ସବ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପରେ ଉଦ୍‌ଯାପିତ ହୋଇଛି । ଏହି ଅବସରରେ ପରିଷଦର ସଦସ୍ୟମାନଙ୍କ ହରେନ୍‌ ସାହୁଙ୍କ ନିର୍ଦ୍ଦେଶିତ ନାଟକ ‘ସମୟ କହିବ କିଏ କାହାର’ ମଞ୍ଚସ୍ଥ ହୋଇଥିଲା ।…

ଭଦ୍ରକ ବରପଦାରେ ଆମ୍ବୁଲାନ୍ସକୁ ଧକ୍କା ଦେଇ ଓଲଟିଲା ବସ୍ ,୧୮ରୁ ଉର୍ଦ୍ଧ୍ବ ଗୁରୁତର

ଭଦ୍ରକ : ଭଦ୍ରକ ବରପଦା ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି  ।  ବସ୍ ଏବଂ ଆମ୍ବୁଲାନ୍ସ ମୁହାଁମୁହି ଧକ୍କା ହୋଇଛି  । ଆମ୍ବୁଲାନ୍ସକୁ ଧକ୍କା ଦେଇ ବସଟି ଓଲଟି ପଡିଛି  ।ଫଳରେ ଏଥିରେ ୧୮ରୁ ଉର୍ଦ୍ଧ୍ବ ବ୍ୟକ୍ତି ଗୁରୁତର ହୋଇଛନ୍ତି । ସୂଚନା ମୂତାବକ କ୍ରିଷ୍ଣା ନାମକ ଏକ ଘରୋଇ ବସ୍…

ଶ୍ରମିକରୁ ମୁଖ୍ୟମନ୍ତ୍ରୀ ଆଉ ଏବେ ରାଜ୍ୟପାଳ ଭଳି ସାମ୍ବିଧାନିକ ପଦ ଦେଇଛି ବିଜେପି- ରଘୁବର ଦାସ

ଭୁବନେଶ୍ୱର: ପ୍ରଥମ ଥର ପାଇଁ ଜଣେ ଶ୍ରମିକଙ୍କୁ ସାମ୍ବିଧାନିକ ପଦ ରାଜ୍ୟପାଳ ଦାୟିତ୍ୱ ଦେଇଛି ବିଜେପି । ଏହା ମୋ ପାଇଁ ଏକ ନୂଆ ଅନୁଭବ  । ଓଡ଼ିଶାର ରାଜ୍ୟପାଳ ଭାବେ ନାଁ ଘୋଷଣା କରାଯିବା ପରେ ନିଜ ପ୍ରତିକ୍ରିୟା ରଖି ଏପରି କହଛନ୍ତି ଓଡ଼ିଶାର ପରବର୍ତ୍ତୀ ରାଜ୍ୟପାଳ ରଘୁବର  ଦାସ । ସେ…

ସୁନ୍ଦରଗଡରେ ନାବାଳିକା ଦୁଷ୍କର୍ମୀକୁ ଫାଶି ଦଣ୍ଡାଦେଶ : ୧୦ଲକ୍ଷ ଟଙ୍କା ଜରିମାନା

ସୁନ୍ଦରଗଡ : ସୁନ୍ଦରଗଡରେ ନାବାଳିକା ଦୁଷ୍କର୍ମୀକୁ ଫାଶି ଦଣ୍ଡାଦେଶ  । ୨୦୧୬ ଟାଉନ୍ ଥାନା ଅଞ୍ଚଳରେ ଘଟିଥିଲା ଜଘନ୍ୟକାଣ୍ଡ  । ସୁନ୍ଦରଗଡ  ସ୍ବତନ୍ତ୍ର ପକ୍ସୋ କୋର୍ଟ ଦୋଷୀକୁ ଫାଶି ଦଣ୍ଡାଦେଶ ଦେଇଛନ୍ତି । ଅଭିଯୁକ୍ତ ଜଣକ ସଞ୍ଜୀବ କେର୍କେଟା ବୋଲି ଜଣାପଡିଛି । ୨୦୧୬ ମସିହା ଅକ୍ଟୋବର…