୧୯ରେ ଆସିବ ମାଟ୍ରିକ୍ ରିଚେକିଂ ରେଜଲ୍ଟ;୩ ହଜାରରୁ ଅଧିକ ପରୀକ୍ଷାର୍ଥୀ କରିଥିଲେ ଆବେଦନ
ଭୁବନେଶ୍ୱର:୧୯ରେ ପ୍ରକାଶ ପାଇବ ମାଟ୍ରିକ୍ ରିଚେକିଂ ରେଜଲ୍ଟ । ୨୦୨୬ ମାଟ୍ରିକ୍ ପରୀକ୍ଷା ଫଳ ମୂଲ୍ୟାୟନର ରିଚେକିଂ ପାଇଁ ଆବେଦନ କରିଥିବା ପରୀକ୍ଷାର୍ଥୀଙ୍କ ଖାତା ଦେଖା ଶେଷ ହୋଇଛି । ଆସନ୍ତା ୧୯ ତାରିଖରେ ବୋର୍ଡ ୱେବସାଇଟରେ ଅପଲୋଡ କରାଯିବ । ରାଜ୍ୟରେ ୩ ହଜାର ୩ ଶହରୁ ଅଧିକ ପରୀକ୍ଷାର୍ଥୀ…