ଟ୍ୟାନିଂ ଦୂର ପାଇଁ ସର୍ବୋତ୍ତମ କଫି , ଜାଣନ୍ତୁ ଏହାକୁ ପ୍ରସ୍ତୁତ କରିବା ପ୍ରଣାଳୀ…
ନୂଆଦିଲ୍ଲୀ : ସବୁବେଳେ ଖରାରେ ଯିବା ଆସିବା କରିବା ଯୋଗୁଁ ସୂର୍ଯ୍ୟକିରଣ ସଂସ୍ପର୍ଶରେ ଆସିବା କାରଣରୁ ଆମ ଚେହେରାରେ ଟ୍ୟାନିଂ ହୋଇଥାଏ । ଏହା ଆମ ତ୍ୱଚାର ବାହାର ପରସ୍ତକୁ କ୍ଷତି ପହଞ୍ଚାଇଥାଏ । ଏହା ଦ୍ୱାରା ତ୍ୱଚାର ରଙ୍ଗ ମଧ୍ୟ କମିଯାଏ । ତେବେ ସ୍କିନ ଟ୍ୟାନିଂ କମ୍ କରିବା ପାଇଁ…