ବାଦାମପାହାଡ଼, ରାଇରଙ୍ଗପୁର ଅଞ୍ଚଳକୁ ପ୍ରଥମ ଏକ୍ସପ୍ରେସ ଟ୍ରେନ, ଦକ୍ଷିଣ ପୂର୍ବ ରେଳପଥକୁ ୪ଟି ନୂଆ ଟ୍ରେନ
ଭୁବନେଶ୍ୱର: ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ୱାରା ଦକ୍ଷିଣ ପୂର୍ବ ରେଳପଥ ପାଇଁ ୪ ଟି ନୂତନ ଟ୍ରେନ୍ ଏହି ପାର୍ବଣ ଋତୁରେ ଉପହାର ଦିଆଯାଇଅଛି ଯେଉଁଥିରେ ଟାଟା ଠାରୁ ରାଇରଙ୍ଗପୁର /ବାଦାମପାହାଡ଼ ଅଞ୍ଚଳକୁ ପ୍ରଥମ ମେଲ ଏକ୍ସପ୍ରେସ ଟ୍ରେନ ଅନ୍ତର୍ଭୁକ୍ତ । ଏହି ଅଞ୍ଚଳରେ ଟ୍ରେନ ଚଳାଚଳ…