ବିଶ୍ୱକପରେ ବିଜୟ ଅଭିଯାନ ଆରମ୍ଭ କଲା ଅଷ୍ଟ୍ରେଲିଆ
ଲକ୍ଷ୍ନୌ : ଆଇସିସି ବିଶ୍ବକପର ସୋମବାର ଅନୁଷ୍ଠିତ ମ୍ୟାଚରେ ଶ୍ରୀଲଙ୍କାକୁ ୫ ଓ୍ବିକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ । ଚଳିତ ବିଶ୍ବକପରେ ଅଷ୍ଟ୍ରେଲିଆର ଏହା ହେଉଛି ପ୍ରଥମ ବିଜୟ । ଶ୍ରୀଲଙ୍କା ଦ୍ବାରା ରଖାଯାଇଥିବା ୨୧୦ ରନର ବିଜୟ ଲକ୍ଷ୍ୟକୁ ଅଷ୍ଟ୍ରେଲିଆ ୩୫.୧ ଓଭରରେ ହାସଲ କରିନେଇଥିଲା ।…