Latest Odisha News

BREAKING NEWS

Gun Factory: ଦେଶୀ ବନ୍ଧୁକ ତିଆରି କାରଖାନା ଠାବ, ୨ ଗିରଫ

ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଗୋଡ଼ିପଡ଼ାରେ ବନ୍ଧୁକ ତିଆରି କାରଖାନା ଠାବ । ବନ୍ଧୁକ ତିଆରି କାରଖାନା ଠାବ ନେଇ ଏସ୍‌ପିଙ୍କ ସୂଚନା ।ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଦୁଇ ଜଣ ହେଲେ ଶରଣକୁଳ ଥାନା ଜାକେଡ଼ା ଗ୍ରାମର ପ୍ରଶାନ୍ତ ବିଶ୍ୱାଳ ଏବଂ ରଣପୁର ଥାନା…

୭ ଓଏଏସ ଅଧିକାରୀଙ୍କୁ ନୂଆ ଦାୟିତ୍ଵ…

ଭୁବନେଶ୍ୱର: ଓଡ଼ିଶା ସରକାର ୭ ଜଣ ଓଏଏସ ଅଧିକାରୀଙ୍କୁ ବ୍ଲକ ଉନ୍ନୟନ ଅଧିକାରୀ (ବିଡ଼ିଓ) ଭାବରେ ନିଯୁକ୍ତି ଦିଆଯାଇଥିବା ନେଇ ଓଡ଼ିଶା ସରକାର ସୂଚନା ଦେଇଛନ୍ତି। ଏଥିସହିତ ଅନ୍ୟ ତିନି ଜଣଙ୍କୁ ରାଜସ୍ୱ ଏବଂ ବିପର୍ଯ୍ୟୟ ପରିଚାଳନା (R&DM) ବିଭାଗକୁ ଫେରାଇ ଆଣିଥିବା ନେଇ ମଧ୍ୟ ସୂଚନା…

କର୍ମଚାରୀଙ୍କୁ କଡ଼ା ନିର୍ଦ୍ଦେଶ; ସମ୍ପତ୍ତି ବିବରଣୀ ନଦେଲେ ହେବନି ପଦୋନ୍ନତି…

ଭୁବନେଶ୍ୱର: ରାଜ୍ୟ କର୍ମଚାରୀଙ୍କ ପଦୋନ୍ନତି ପାଇଁ ସେମାନଙ୍କର ବାର୍ଷିକ ସମ୍ପତ୍ତିର ବିବରଣୀ ଦାଖଲ କରିବାକୁ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ବାରମ୍ବାର ମନେ ପକାଇବା ସତ୍ତ୍ୱେ ମଧ୍ୟ ନିର୍ଦ୍ଦେଶ ପାଳନ କରାଯାଉନଥିବାରୁ ସରକାର ଏହି ନିଷ୍ପତ୍ତି ନେଇଥିବା…

Tamilnadu Accident: ଦୁଇ ସରକାରୀ ବସ୍ ମୁହାଁମୁହିଁ ଧକ୍କା; ୮ମହିଳା ସମେତ ୧୧ ମୃତ

ଚେନ୍ନାଇ:ରବିବାର ଦିନ ତାମିଲନାଡୁର ଶିବଗଙ୍ଗା ଜିଲ୍ଲାରେ ଦୁଇଟି ସରକାରୀ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଆଠ ଜଣ ମହିଳାଙ୍କ ସମେତ ୧୧ ଜଣଙ୍କର ମୃତ୍ୟୁ ହୋଇଛି। ୨୦ ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ପ୍ରଚଣ୍ଡ ଶବ୍ଦ ଶୁଣି ଲୋକମାନେ ଘଟଣାସ୍ଥଳକୁ…

କୋହଲି, କୂଲଦୀପଙ୍କ ପ୍ରଭାବୀ ପ୍ରଦର୍ଶନ: ରୋମାଂଚକର ମୁକାବିଲାରେ ଜିତିଲା ଟିମ ଇଣ୍ଡିଆ

ରାଂଚୀ: ବିରାଟ କୋହଲିଙ୍କ ଶତକ ଓ କୂଲଦୀପ ଯାଦବଙ୍କ ଚମତ୍କାର ବୋଲିଂ ସହାୟତାରେ ଭାରତ ଏଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ରୋମାଂଚକର ପ୍ରଥମ ଦିିନିକିଆ କ୍ରିକେଟ ମ୍ୟାଚକୁ ୧୭ ରନରେ ଜିିତି ନେଇଛି । ଭାରତ ପ୍ରଥମେ ବ୍ୟାଟିଂ କରି ୮ ୱିକେଟ ବିନିମୟରେ ୩୪୯ ରନ କରିଥିଲା । କୋହଲି…

Odisha Industry Conclave 2025: ଓଡ଼ିଶା ହେବ ପୂର୍ବ ଭାରତର MSME ଗେଟ ୱେ: ମୋହନ ମାଝୀ

ଭୁବନେଶ୍ୱର: ଆଜି ସ୍ଥାନୀୟ ରେଳ ସଦନ ଠାରେ ଲଘୁ ଉଦ୍ୟୋଗ ଭାରତୀ ଓଡ଼ିଶା ଦ୍ୱାରା ଆୟୋଜିତ ଓଡିଶା ଶିଳ୍ପ ସମ୍ମିଳନୀ : ୨୦୨୫ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ସେ କହିଥିଲେ ଯେ ଏହି ସମାବେଶ ଆମର MSME କ୍ଷେତ୍ରରେ ଔଦ୍ୟୋଗୀକତା ନବସୃଜନକୁ (…

Barabati T20: କାଲିଠୁ ବାରବାଟୀ ପାଇଁ ଅନଲାଇନ୍ ଟିକେଟ ବିକ୍ରି; ଏତିକି ଟଙ୍କାରେ ମିଳିବ ଟିକେଟ…

କଟକ: ଆସନ୍ତା ଡ଼ିସେମ୍ବର ୯ ତାରିଖରେ ଆନ୍ତର୍ଜାତୀୟ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-ଟ୍ୱେଣ୍ଟି ମ୍ୟାଚ୍ ।ଏ ନେଇ ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ) ପକ୍ଷରୁ ପ୍ରସ୍ତୁତି ଜୋରଦାର ଚାଲିଛି। ଡିସେମ୍ବର ୧ ତାରିଖରେ ଅନଲାଇନରେ ଆରମ୍ଭ ହେବ ଟିକେଟ…

ବାରବାଟୀ ଟି୨୦ ପାଇଁ ପ୍ରସ୍ତୁତି ଶେଷ: ଟିକେଟ ଦର ଚୂଡାନ୍ତ, ଏଥର ମ୍ୟାଚକୁ ଅପେକ୍ଷା

କଟକ: ଆସନ୍ତା ଡିସେମ୍ବର ୯ରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ବାରବାଟୀ କ୍ରିକେଟ ଷ୍ଟାଡିୟମରେ ବହୂ ପ୍ରତୀକ୍ଷିତ ଟି୨୦ ମ୍ୟାଚ ଖେଳାଯିବ । ଏଥିନେଇ ଓସିଏ ପକ୍ଷରୁ ବିଧିବଦ୍ଧ ସୂଚନା ପ୍ରଦାନ କରାଯାଇଛି । ଡିସେମ୍ବର ୧ରୁ ଟିକେଟ ବିକ୍ରି ଆରମ୍ଭ ହେବ । ମୋଟ ୨୩୦୦୦ ଟିକେଟ ବିକ୍ରି କରାଯିବ ।…

ରାଉରକେଲାରେ ଅନଲାଇନ ଫ୍ରଡ୍ ଗ୍ୟାଙ୍ଗର ପର୍ଦ୍ଦାଫାସ; ୪ ଗିରଫ

ରାଉରକେଲା: ବିଭିନ୍ନ ରାଜ୍ୟରେ ସକ୍ରିୟ ଥିବା  ଅନଲାଇନ୍ ଠକମାନଙ୍କୁ ବ୍ୟାଙ୍କ ଆକାଉଣ୍ଟ ବିକ୍ରୟ କରିବା ଅଭିଯୋଗରେ ରବିବାର ରାଉରକେଲା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ତେବେ ଅଭିଯୁକ୍ତଙ୍କ ମଧ୍ୟରେ ତିନି ଜଣ ବ୍ୟାଙ୍କ କର୍ମଚାରୀ ଥିବା ନେଇ ମଧ୍ୟ ସୂଚନା ମିଳିଛି। ସେମାନଙ୍କ ସ୍ମାର୍ଟ ଫୋନରୁ…

ବାରବାଟୀ T-20 ମ୍ୟାଚ୍ ପାଇଁ କାଲିଠୁ ଅନଲାଇନ୍ ଟିକେଟ୍ ବିକ୍ରି, ମହାପ୍ରଭୁଙ୍କୁ ପ୍ରଥମ ଟିକେଟ ଲାଗି

ପୁରୀ: କଟକର ବାରବାଟୀ ଷ୍ଟାଡିୟମରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏକ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳାଯିବ। ଏହା ପୂର୍ବରୁ ମ୍ୟାଚ୍ ପାଇଁ ରବିବାର ପ୍ରଥମ ଟିକେଟ ପ୍ରଭୁ ଜଗନ୍ନାଥଙ୍କୁ ଦିଆଯାଇଥିଲା। ଓଡ଼ିଶା କ୍ରିକେଟ ଆସୋସିଏସନ (ଓସିଏ) ସମ୍ପାଦକ ସଞ୍ଜୟ ବେହେରା ପ୍ରଭୁ ଜଗନ୍ନାଥଙ୍କ…