ରାଜ୍ୟର ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ର ହେବ ନିୟମିତ ଅଙ୍ଗନବାଡି
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ଥିବା ସମସ୍ତ ୭୫୭୯ଟି ମିନି ଅଙ୍ଗନବାଡି କେନ୍ଦ୍ରକୁ ନିୟମିତ ଅଙ୍ଗନବାଡି କେନ୍ଦ୍ର ଭାବେ ଉନ୍ନୀତ କରିବା ପ୍ରସ୍ତାବକୁ ଅନୁମୋଦନ ପ୍ରଦାନ କରିଛନ୍ତି । ଏହାଦ୍ବାରା ରାଜ୍ୟରେ ଶିଶୁ ଯତ୍ନ କାର୍ଯ୍ୟକ୍ରମ ଆହୁରି ବ୍ୟାପକ ହେବ ବୋଲି…