ଭଦ୍ରକରେ ଚାଞ୍ଚଲ୍ୟ: ୧୦ବର୍ଷ ପରେ ଗିରଫ ହେଲା ପତ୍ନୀହନ୍ତା
ଭଦ୍ରକ: ସ୍ତ୍ରୀକୁ ହତ୍ୟା କରିବା ପରେ ୧ହ ବର୍ଷ ହେବ ଫେରାର ଥିଲା ଅଭିଯୁକ୍ତ । ଆଉ ଏବେ ବାନ୍ଧିଲା ପୋଲିସ । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ମୁସ୍ତାଫାରୁର ଗାଁରେ । ଅଭିଯୁକ୍ତ ଜଣକ ସେକ୍ ଚାନ୍ଦ ବାବୁ ବୋଲି ଜଣାପଡିଛି । ପୋଲିସ ଆଜି ସେକ୍ କୁ ଗିରଫ କରି କୋର୍ଟ…