ଆଜି ଛତିଶା ନିଯୋଗ ବୈଠକ, ଉଠିପାରେ ପୋଷାକ ପ୍ରସଙ୍ଗ
ପୁରୀ: ଆଜି ବସିବ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ । ଅପରାହ୍ଣରେ ନୀଳାଦ୍ରି ଭକ୍ତ ନିବାସଠାରେ ଏହି ବୈଠକ ବସିବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପରିଚାଳନା କମିଟି ସଦସ୍ୟ ଓ ନିଯୋଗ ମୁଖିଆମାନଙ୍କୁ ବୈଠକରେ ଯୋଗଦେବାକୁ ଚିଠି କରାଯାଇଛି ।
ପୂର୍ବରୁ ନୀତି ସବ କମିଟି ବୈଠକରେ…