Latest Odisha News

BREAKING NEWS

ଅନନ୍ତ କିଶୋର ବେହେରାଙ୍କୁ ଏଜି ଅଫିସରେ ଶେଷ ଶ୍ରଦ୍ଧାଞ୍ଜଳି, ଟ୍ୱିଟ କରି ଶୋକବ୍ୟକ୍ତ କଲେ ଲେଖାଶ୍ରୀ

ଭୁବନେଶ୍ୱର: ଆକାଉଣ୍ଟ ଜେନେରାଲ ପ୍ରିନସିପାଲ ଅନନ୍ତ କିଶୋର ବେହେରାଙ୍କୁ ଏଜି ଅଫିସରେ ଶେଷ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। ଭାରତୀୟ ଅଡିଟ ଓ ଆକାଉଣ୍ଟସ ସେବାର ବରିଷ୍ଠ ଅଧିକାରୀ ତଥା ଓଡ଼ିଶାର ପ୍ରଧାନ ମହାଲେଖାକାର (ଲେଖା ଓ ହକଦାରୀ ) ଅନନ୍ତ କିଶୋର ବେହେରାଙ୍କର ଶନିବାର ରାତିରେ ସ୍ଥାନୀୟ ଅଖିଳ…

ନବଦୁର୍ଗା : ଶୈଳପୁତ୍ରୀ ବେଶରେ ଦର୍ଶନ ଦେଉଛନ୍ତି ମା’

ଯା ଦେବୀ ସର୍ବ ଭୂତେଷୁ... ମାତୃ ରୁପେଣ ସଂସ୍ଥିତା... ନମସ୍ତସୈ ନମସ୍ତସୈ ନମସ୍ତସୈ ନମୋ ନମଃ.. ଭୁବନେଶ୍ଵର: ଆଜି ଠାରୁ ଆରମ୍ଭ ହୋଇଛି ଦୁର୍ଗେତି ନାଶିନୀ, ଜଗତ ଜନନୀ, ଶକ୍ତି ସ୍ବରୂପିଣି ମା' ଦୁର୍ଗାଙ୍କ ନବରାତ୍ରୀ ପୂଜା । ଏନେଇ ଚଳଚଞ୍ଚଳ ହୋଇ ଉଠିଛି ସମସ୍ତ ଶକ୍ତିପୀଠ । ନଅ ଦିନ…

ଖୁଚୁରା ବ୍ୟବସାୟୀମାନଙ୍କୁ ମିଳିବ ସୁପର ପାୱାର ରିଟେଲର ମାନ୍ୟତା, ଅର୍ଥନୀତିରେ ରିଟେଲରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ପାର୍ବଣ ଋତୁର ଶୁଭ ଅବସରରେ ଭୁବନେଶ୍ୱର ଠାରେ ଦକ୍ଷତା ବିକାଶ ମନ୍ତ୍ରାଳୟ ଅଧିନରେ କୋକା-କୋଲା ଇଣ୍ଡିଆ ଓ ଜାତୀୟ ଦକ୍ଷତା ବିକାଶ ନିଗମର ମିଳିତ ସହଯୋଗରେ ଖୁଚୁରା ବ୍ୟବସାୟୀ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ସୋଆ ବିଶ୍ୱବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ କେନ୍ଦ୍ର ଦକ୍ଷତା…

ଡେରାସ ଜମି ଦୁର୍ନୀତି ମାମଲା: ସାଂସଦ ଅପରାଜିତାଙ୍କ ନେତୃତ୍ୱରେ ବିଶାଳ ଜନ ଆନ୍ଦୋଳନ

ଭୁବନେଶ୍ୱର: ପୁଣି ତେଜିଲା ଡେରାସ ଜମି ଦୁର୍ନୀତି ବିରୋଧରେ ଜନ ଆନ୍ଦୋଳନ। ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ନେତୃତ୍ୱରେ ଏକାଠି ହୋଇଛନ୍ତି ସ୍ଥାନୀୟ ଅଞ୍ଚଳର ହଜାର ହଜାର ଲୋକ। ଭୁବନେଶ୍ୱର ଉପକଣ୍ଠ ଡେରାସରେ ଚାଲିଛି ବିଶାଳ ଜନ ଆନ୍ଦୋଳନ। ଡେରାସ ଚାଷୀଙ୍କ ଜମି ଦୁର୍ନୀତି ପ୍ରସଙ୍ଗରେ ଚାଷୀଙ୍କ ସହ…

ଲେଡି ସିଘଂମ୍ ଦୀପିକା: ନବରାତ୍ରିର ପ୍ରଥମ ଦିନରେ ସାମ୍ନାକୁ ଆସିଲା ଫାଷ୍ଟ ଲୁକ୍

ମୁମ୍ବାଇ: ଆଜିଠୁ ମା ଦୂର୍ଗାଙ୍କର ନବରାତ୍ରି ପୂଜା ଆରମ୍ଭ ହୋଇଛି । ଆଜି ପ୍ରଥମ ଦିନ ଅବସରରେ ବଲିଉଡର ଲେଡି ସୁପରଷ୍ଟାର  ଦୀପିକା ପାଦୁକୋନ ତାଙ୍କ ପ୍ରଶଂସକଙ୍କୁ ଏକ ବିଶେଷ ଉପହାର ଦେଇଛନ୍ତି  । ତାଙ୍କର ଆଗାମୀ ଆକ୍ସନ୍ ଫିଲ୍ମ 'ସିଙ୍ଗମ୍ ଅଗେନ୍ ର  ଫାଷ୍ଟ ପୋଷ୍ଟର ସେ ଆଜି ସେୟାର…

ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ: ପାଖେଇ ଆସୁଛି ୫ ରାଜ୍ୟରେ ବିଧାନସଭା ନିର୍ବାଚନ । ଏହା ପୂର୍ବରୁ ପ୍ରତିଦ୍ବନ୍ଦି ଦଳ ପ୍ରାର୍ଥୀ ଘୋଷଣା କରୁଛନ୍ତି । ମଧ୍ୟପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନାରେ ବିଧାନସଭା ନିର୍ବାଚନ ପାଇଁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ମଧ୍ୟପ୍ରଦେଶରେ ୧୪୪ ଜଣ, ଛତିଶଗଡରେ…

ଢେଙ୍କାନାଳରେ ଥମୁନି ହାତୀ ଦୌରାତ୍ମ୍ୟ: ବିଲ ଦେଖିବାକୁ ଯାଇଥିବାବେଳେ ଚାଷୀଙ୍କୁ କଚାଡି ମାରିଲା ହାତୀ

ଢେଙ୍କାନାଳ: ଥମୁନି ହାତୀ ଆତଙ୍କ  । ଦିନକୁ ଦିନ ହାତୀଙ୍କ ଦୌରାତ୍ମ ବଢିବାରେ ଲାଗିଛି  । ହାତୀ ମଣିଷ ଲଢେଇ ମଧ୍ୟରେ କେତେବେଳ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷ ଜୀବନ ହରାଉଛି  । ଏମିତି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ସଦର ବନାଞ୍ଚଳ ମଙ୍ଗଳପୁର ଗାଁରେ । ହାତୀ…

କୋରାପୁଟରେ ପୁଣି ବ୍ୟାପିଲା ଝାଡ଼ାବାନ୍ତି: ଜଣଙ୍କର ମୃତ୍ୟୁ ଓ ୪ ଆକ୍ରାନ୍ତ

କୋରାପୁଟ: ଗତ କିଛିଦିନର ବ୍ୟବଧାନ ପରେ ପୁଣି କୋରାପୁଟ ଜିଲ୍ଲାରେ ଆତଙ୍କ ଖେଳାଇଲାଣି ଝାଡାବାନ୍ତି । ଜିଲ୍ଲାର ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡା ପଦର ପଞ୍ଚାୟତ ଅଧୀନସ୍ଥ ଦେଓ ଖଡକ ଗାଁରେ ଝାଡ଼ାବାନ୍ତିରେ ଜଣଙ୍କର ମୃତ୍ୟୁ ଓ ୪ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ସେମାନଙ୍କୁ ଡାକ୍ତରଖାନାରେ…

ହୃଦଘାତରେ ପ୍ରାଣ ହରାଇଲେ ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ପ୍ରଫେସର

ଭୁବନେଶ୍ଵର: ହୃଦଘାତରେ ଚାଲିଗଲା ପ୍ରଫେସରଙ୍କ ଜୀବନ । ଉତ୍କଳ ବିଶ୍ଵବିଦ୍ୟାଳୟର ପୂର୍ବତନ ଇତିହାସ ପ୍ରଫେସର ନିହାରକାନ୍ତ କବିଙ୍କର ଆଜି ସକାଳୁ ସକାଳୁ ହୃଦଖାତରେ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା । ୧୯୪୧ ମସିହା ମେ ମାସ ୧୭ ତାରିଖରେ ମୟୁରଭଞ୍ଜ ଜିଲ୍ଲାର…

ୟ୍ୟୁଟୁବରଙ୍କୁ ଅଭିନେତ୍ରୀ ସୋନମ୍ ପଠାଇଲେ ଲିଗାଲ ନୋଟିସ୍

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ସୋନମ କପୁର ଆଜିକାଲି ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖାଯାଇଛି । ଅଭିନେତ୍ରୀ ନିଜ ବ୍ୟକ୍ତିଗତ ଜୀବନର ମୁହୂର୍ତ୍ତକୁ ନେଇ ଲାଇମ ଲାଇଟରେ ରହୁଛନ୍ତି । ତେବେ ଏହାରି ଭିତରେ ଅଭିନେତ୍ରୀ ସୋନମ୍ ଜଣେ ୟୁଟୁବରଙ୍କୁ ଲିଗାଲ ନୋଟିସ ଦେଇ…