ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ସୁରକ୍ଷିତ ଅଛି କହିଲେ ଶ୍ରୀମନ୍ଦିର ପ୍ରଶାସନ
ପୁରୀ: ଶ୍ରୀଜଗନ୍ନାଥ ମନ୍ଦିର ରତ୍ନଭଣ୍ଡାର ସୁରକ୍ଷିତ ରହିଛି ଏବଂ ଏ ନେଇ କେହି ଚିନ୍ତା କରିବା ଉଚିତ ନୁହେଁ ବୋଲି ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସ ଶନିବାର କହିଛନ୍ତି।
ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ଓ ଅଳଙ୍କାର ଭଣ୍ଡାର ତାଲିକା ନେଇ ଦୁଇ ମାସ ମଧ୍ୟରେ…