Latest Odisha News

BREAKING NEWS

ସାମ୍ନାକୁ ଆସିଲା ପ୍ରଭାସ-ଅନୁଷ୍କାଙ୍କ ସୁନ୍ଦର ଫଟୋ, ବିବାହ ଠାରୁ ପିତା-ମାତା ହେବା ପର୍ଯ୍ୟନ୍ତ ସମସ୍ତ ଫଟୋ ଭାଇରାଲ

ମୁମ୍ବାଇ: ସୁପରହିଟ ସିନେମା ‘ବାହୁବଳୀ’ର ଅଭିନେତା ଓ ଅଭିନେତ୍ରୀ ପ୍ରଭାସ ଓ ଅନୁଷ୍କା ସେଟ୍ଟୀଙ୍କ ଯୋଡ଼ି ପ୍ରାୟ ସମସ୍ତଙ୍କର ପସନ୍ଦ । ଦିନେ ଏହି ଯୋଡିଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଥିବା ନେଇ ଚର୍ଚ୍ଚା ଜୋର ଧରିଥିଲା। ଏହି ଯୋଡିଙ୍କ ଫ୍ୟାନ୍ସମାନେ ମଧ୍ୟ ପ୍ରଭାସ ଓ ଅନୁଷ୍କା ବିବାହ କରନ୍ତୁ…

ଆସନ୍ତାକାଲି ବର୍ଷର ଶେଷ ସୂର୍ଯ୍ୟପରାଗ: କେତେବେଳେ ଲାଗିବ ଓ କେତେବେଳେ ଛାଡିବ ? ଜାଣନ୍ତୁ ପୂରା ବିବରଣୀ

ନୂଆଦିଲ୍ଲୀ:ଆସନ୍ତାକାଲି ସୂର୍ଯ୍ୟପରାଗ । ୨୦୨୩ ଅକ୍ଟୋବର ୧୪ ତାରିଖ ସୂର୍ଯ୍ୟପରାଗ । ବର୍ଷର ଶେଷ ସୂର୍ଯ୍ୟପରାଗ । ଏଥିସହିତ ଆସନ୍ତାକାଲି ମହାଳୟା ଅମାବାସ୍ୟା  । ତେଣୁ ସୂର୍ଯ୍ୟପରାଗ କେବେ ହେବ ଓ ହାଣ୍ଡିଛାଡ କେବେ ହେବ ଓ ଶ୍ରାଦ୍ଧ ଓ ତର୍ପଣ କେବେ ହେବ ଜାଣନ୍ତୁ । ଆସନ୍ତା କାଲି ଭାରତୀୟ…

ଡଙ୍କିର ରିଲିଜ ଘୁଂଚିପାରେ, ସାଲାର ପ୍ରତି ଦର୍ଶକଙ୍କ ଉତ୍କଣ୍ଠା ବଢ଼ୁଛି

ମୁମ୍ବାଇ: ଚଳିତ ବର୍ଷ ଖ୍ରୀଷ୍ଟମାସରେ ଶାହାରୁଖ ଖାଁଙ୍କ ଡଙ୍କି ଓ ପ୍ରଭାସଙ୍କ ସାଲାର ମଧ୍ୟରେ ବକ୍ସ ଅଫିସ ମୁକାବିଲା ହେବ ବୋଲି ସ୍ଥିର ହୋଇଛି । ନବଭାରତ ଟାଇମ୍ସରେ ପ୍ରକାଶିତ ରିପୋର୍ଟ ଅନୁସାରେ ଡଙ୍କି ଏବେ ଏହି ମୁକାବିଲାରୁ ଓହରିଯିବା ପାଇଁ ନିଷ୍ପତି ନେଇଛି । ରାଜକୁମାର ହୀରାନୀ ଓ…

ନଭେମ୍ବର ୫ରୁ ଝାରସୁଗୁଡା ବିମାନ ବନ୍ଦରରୁ କୋଲକାତା ଓ ବାଙ୍ଗାଲୁରୁକୁ ଉଡ଼ିବ ଇଣ୍ଡିଗୋ

ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରୁ ଉଡିବ ଇଣ୍ଡିଗୋ । ଦୈନିକ ଝାରସୁଗୁଡାରୁ କୋଲକାତା ଓ ବେଙ୍ଗାଲୁରୁକୁ ଉଡ଼ିବ ବିମାନ । ନଭେମ୍ବର ୫ ତାରିଖରୁ  କୋଲକାତା ଓ ନଭେମ୍ବର ୧୫ ତାରିଖରୁ ବାଙ୍ଗାଲୁରୁକୁ ଉଡିବ ଇଣ୍ଡିଗୋ ।  ଝାରସୁଗୁଡା ଏୟାରପୋର୍ଟ ଅଥରିଟି ବିମାନ…

ମହାପ୍ରଭୁଙ୍କୁ ନେଇ ଚାଲିଛି ବେପାର, ଶାଢୀରେ ଅଙ୍କାଯାଉଛି ଶ୍ରୀବିଗ୍ରହଙ୍କ ଚିତ୍ର

ଭୁବନେଶ୍ଵର: ପୁଣି ଜଗନ୍ନାଥ ସଂସ୍କୃତିକୁ ଅପମାନ । ବ୍ୟବସାୟ ବୃଦ୍ଧି ଆଳରେ ମହାପ୍ରଭୁଙ୍କୁ ନେଇ ଚାଲିଛି ବେପାର । ଶାଢୀରେ ଶ୍ରୀବିଗ୍ରହଙ୍କ ଚିତ୍ର ସହ ରଥଯାତ୍ରାର ଦୃଶ୍ୟକୁ ଦିଆଯାଇଛି ସ୍ଥାନ । ଯାହାକୁ ନେଇ ଉପୁଜିଛି ବିବାଦ । ଅନ୍ୟପଟେ ଜଗନ୍ନାଥ ସଂସ୍କୃତିକୁ ଅସମ୍ମାନ କରାଯାଇଥିବା ଅଭିଯୋଗ…

ଶ୍ରୀଜିଉଙ୍କ ଦର୍ଶନ କଲେ ଅଭିନେତା କିରଣ କୁମାର, ଭଗବାନଙ୍କ ନିକଟରେ ଆମେ ସାଧାରଣ ମନୁଷ୍ୟ ବୋଲି କହିଲେ କିରଣ

ପୁରୀ: ଓଡିଶା ଗସ୍ତରେ ଆସିଛନ୍ତି ବଲିଉଡ ଅଭିନେତା କିରଣ କୁମାର । ଗତକାଲି ରାତିରେ ପୁରୀ ଗସ୍ତରେ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ସାନିଧ୍ୟ ଲାଭ କରିଛନ୍ତି ଅଭିନେତା କିରଣ । ପ୍ରଥମେ ପତିତପାବନ ଓ ପରେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାବିଗ୍ରହଙ୍କ ଦର୍ଶନ କରି ନିଜକୁ ଧନ୍ୟ ମନେ କରିଥିଲେ…

ଜାତୀୟ ସିନେମା ଦିବସ : ଚଳଚ୍ଚିତ୍ର ଦେଖିବାକୁ ଟିକେଟ୍ ମୂଲ୍ୟ ୯୯ ଟଙ୍କା

ଭୁବନେଶ୍ଵର: ଆଜି ଜାତୀୟ ସିନେମା ଦିବସ । ଏହି ଅବସରରେ ଆଜି ଆପଣ ଯେକୌଣସି ସିନେମା ହଲରେ ଯେକୌଣସି ଫିଲ୍ମ ମାତ୍ର ୯୯ ଟଙ୍କାରେ କିଣିପାରିବେ। ମଲ୍ଟିପ୍ଲେକ୍ସ ଆସୋସିଏସନ୍ ଅଫ୍ ଇଣ୍ଡିଆ ଆଜି ସାରା ଦେଶରେ ଜାତୀୟ ସିନେମା ଦିବସ ପାଳନ କରୁଛି । ଏଥିପାଇଁ ୯୯ ଟଙ୍କାରେ ଟିକେଟ ମିଳିବା ପାଇଁ…

ଅନୁବାଦ କବିତା : ରୁଦ୍ରକୁ ଚିଠି

ମୂଳ ବାଂଲା : ତସଲିମା ନାସରିନ ପ୍ରିୟ ରୁଦ୍ର, ମାର୍ଫତ ଆକାଶ ତୁମେ ଆକାଶର ଠିକଣାରେ ଚିଠି ଲେଖିବାକୁ କହିଥିଲ। ତୁମେକି ବର୍ତ୍ତମାନ ଆକାଶ ଭରିଅଛ ? ତୁମେ ଆକାଶରେ ଉଡ଼ିବୁଲ ତୁଳା ପରି, ପକ୍ଷୀମାନଙ୍କ ପରି ତୁମେ ଏଇ ଜଗତ, ଏଇ ସଂସାର ଛାଡ଼ି ଆକାଶକୁ ଚାଲିଯାଇଛ। ଅସଲରେ ତୁମେ…

ସମ୍ବଲପୁରରେ ଗୋରୁ ବୋଝେଇ ଟ୍ରକ ଦୁର୍ଘଟଣା, ୪ ମୃତ, ଅନେକ ଗୋରୁ ଆହତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା କଟାପାଲି ନିକଟରେ ଗତକାଲି ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବୋଝେଇ କଣ୍ଟେନରଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଵାରୁ ଘଟଣାସ୍ଥଳରେ ୩ଜଣଙ୍କର ମୃତ୍ୟୁ ହୋଇଥିଲା । ଅନ୍ୟ ଆହତ ମାନଙ୍କୁ ଡାକ୍ତରଖାନରେ ଭର୍ତ୍ତି କରାଯାଇଥିଲେ ମଧ୍ୟ…

ଇସ୍ରାଏଲରୁ ସ୍ଵଦେଶକୁ ଫେରିଲେ ଭାରତୀୟ, ୨୧୨ ଭାରତୀୟଙ୍କୁ ନେଇ ଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିଲା ପ୍ରଥମ ବିମାନ

ନୂଆଦିଲ୍ଲୀ: ଇସ୍ରାଏଲ୍ ଏବଂ ହମାସ୍ ମଧ୍ୟରେ ଭୟଙ୍କର ଯୁଦ୍ଧ ଜାରି ରହିଛି । ଏହି ଯୁଦ୍ଧରେ ଶତାଧିକ ଭାରତୀୟ ନାଗରିକ ଇସ୍ରାଏଲରେ ଫସି ରହିଛନ୍ତି । ଇସ୍ରାଏଲରୁ ଭାରତୀୟ ନାଗରିକଙ୍କୁ ଫେରାଇ ଆଣିବା ପାଇଁ ମୋଦୀ ସରକାର ଅପରେସନ୍ ଅଜୟ ଆରମ୍ଭ କରିଛନ୍ତି । ଏହି ଅପରେସନ ଅଧୀନରେ ଭାରତୀୟ ନାଗରିକଙ୍କ…