ଆଗୁଆ ପରୀକ୍ଷଣ ଦ୍ୱାରା ଲୁପସ ବ୍ୟାଧିକୁ ପରାସ୍ତ କରି ହେବ: ବିଶେଷଜ୍ଞ
ଭୁବନେଶ୍ୱର: ଆଗୁଆ ପରୀକ୍ଷଣ ଦ୍ୱାରା ଲୁପସ ବ୍ୟାଧିକୁ ପରାସ୍ତ କରି ହେବ। ଅନେକ ଜାଣନ୍ତି ନାହିଁ ଯେ ଲୁପସ୍ ହେଉଛି ଏକ ଅଟୋଇମ୍ୟୁନ ବ୍ୟାଧି ଯେଉଁଥିରେ ଶରୀରର ପ୍ରତିରକ୍ଷା ପ୍ରଣାଳୀ ନିଜର ସୁସ୍ଥ କୋଷକୁ ଆକ୍ରମଣ କରେ । ଏହି ସମସ୍ୟା ୨୦ ବର୍ଷରୁ ଆରମ୍ଭ କରି ୫୦ ବର୍ଷ ପର୍ଯ୍ୟନ୍ତ ମହିଳାମାନଙ୍କ…