ଲାଞ୍ଚ ନେବା ବେଳେ ସିବିଆଇ ହାତରେ ଧରା ପଡିଲେ ବନ୍ଦର ସ୍ୱାସ୍ଥ୍ୟ ଅଧିକାରୀ ରାଜେନ୍ଦ୍ର ପାଣିଗ୍ରାହୀ
ପାରାଦୀପ: ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ରେଡ୍। ସିବିଆଇ ହାତରେ ଧରା ପଡିଲେ ବନ୍ଦର ସ୍ୱାସ୍ଥ୍ୟ ସଂଗଠନ ଅଧିକାରୀ ଡାକ୍ତର ରାଜେନ୍ଦ୍ର ନାରାୟଣ ପାଣିଗ୍ରାହୀ। ପୋର୍ଟର ହେଲଥ ଅଫିସର ଡାକ୍ତର ଆର ଏନ ପାଣିଗ୍ରାହୀଙ୍କ ନିକଟରୁ ଟଙ୍କା ଜବତ ହୋଇଛି। କଲିକତାର ଏମିଏନସପି ସିପିଂ…