Latest Odisha News

BREAKING NEWS

୨୫ କୋଟିର ଅଫିମ ଗଛ ନଷ୍ଟ କଲା ଅବକାରୀ ବିଭାଗ

ଦେବଗଡ଼:ଦେବଗଡ଼ ଜିଲ୍ଲାରେ ବେଆଇନ ଅଫିମ ଚାଷ ଠାବ। ପ୍ରାୟ ୨୫ କୋଟି ଟଙ୍କାର ଅଫିମ ଗଛ ନଷ୍ଟ କଲା ଅବକାରୀ ବିଭାଗ । ରିଆମାଳ ଥାନା କାଦୋପଡ଼ା ଗାଁରେ ବେଆଇନ ଅଫିମ ଚାଷ ହୋଇଥିଲା । ପ୍ରାୟ ୨ ଏକର ସରକାରୀ ଜମିରେ ଅଫିମ ଚାଷ ହୋଇଥିଲା । ସୂଚନାମୁତାବକ, ପ୍ରାୟ ୫୦ ହଜାରରୁ ଅଧିକ ଅଫିମ ଗଛ ସେଠାରେ…

Jagannath Temple in Prayagraj: ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ;ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ…

ଭୁବନେଶ୍ୱର:ଶ୍ରୀ ଜଗନ୍ନାଥ ମନ୍ଦିରର ଉଦ୍‌ଘାଟନ କେବଳ ଏକ ସ୍ଥାପତ୍ୟର ଶୁଭାରମ୍ଭ ନୁହେଁ ମାତ୍ର ଏହା ଆସ୍ଥା, ସଂସ୍କୃତି ଏବଂ ଆଧ୍ୟାତ୍ମିକ ଚେତନାର ପୁନଃଜାଗରଣ ବୋଲି ପ୍ରୟାଗରାଜର ପବିତ୍ର ତ୍ରିବେଣୀ ସଙ୍ଗମ କୂଳରେ ନିର୍ମିତ ଜଗନ୍ନାଥ ମନ୍ଦିର ଉଦଘାଟନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ଏହି ଅଞ୍ଚଳ ପାଇଁ ସ୍ୱତନ୍ତ୍ର ନିର୍ମାଣ ନିୟମାବଳୀ;ଛୋଟ ଜମିରେ ଗୃହ ନିର୍ମାଣ କରୁଥିବା ବ୍ୟକ୍ତି ହେବେ ଉପକୃତ

ଭୁବନେଶ୍ବର:ବୁଧବାର କଟକ ସହରର ପୁରାତନ ବସ୍ତିଗୁଡ଼ିକର ବିକାଶ ପାଇଁ ଏକ ସ୍ୱତନ୍ତ୍ର ନିୟମାବଳୀ କାର୍ଯ୍ୟକାରୀ ହୋଇଛି। ଏହି ନୂତନ ନିୟମାବଳୀ କଟକର ୪୩ଟି ପୁରାତନ ୱାର୍ଡରେ କାର୍ଯ୍ୟକାରୀ ହେବ। ଏହି ନିୟମାବଳୀ ଦ୍ଵାରା କଟକର ଐତିହ୍ୟକୁ ବଜାୟ ରଖିବା ସହ ଆଧୁନିକ ଜୀବନଶୈଳୀ ପାଇଁ ଆବଶ୍ୟକ…

Speaker of the Knesset Medal: ପିଏମ୍ ମୋଦୀଙ୍କୁ ଇସ୍ରାଏଲର ସର୍ବୋଚ୍ଚ ସଂସଦୀୟ ସମ୍ମାନ

ନୂଆଦିଲ୍ଲୀ:ଇସ୍ରାଏଲର ସଂସଦ 'ନେସେଟ୍' ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ 'ସ୍ପିକର ଅଫ୍ ଦି ନେସେଟ୍ ମେଡାଲ' (Speaker of the Knesset Medal)ରେ ସମ୍ମାନିତ କରିଛି। ଏହା ଇସ୍ରାଏଲୀ ସଂସଦର ସର୍ବୋଚ୍ଚ ସମ୍ମାନ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ଏହି ପଦକ ପାଇବାରେ ବିଶ୍ୱର ପ୍ରଥମ…

Maoists In Kandhamal: ଆତ୍ମସମର୍ପଣ କରିବାକୁ ଚାହୁଁଥିବା ମାଓବାଦୀଙ୍କୁ ହତ୍ୟା; ମୃତଦେହ ମାଟିରୁ ଖୋଳି ବାହାର…

କନ୍ଧମାଳ:କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କୁଟିମାହା ଗ୍ରାମ ନିକଟ ପକାରୀ ସଂରକ୍ଷିତ ଜଙ୍ଗଲରୁ ଦୁର୍ଦ୍ଦାନ୍ତ ମାଓବାଦୀ ଅନ୍ବେଷଙ୍କ ଗଳିତ ମୃତଦେହକୁ ପୋଲିସ ଜବତ କରିଛି। କନ୍ଧମାଳ ଏସ୍‌ପି ହରିଶ ବିସିଙ୍କ ସୂଚନା ଅନୁସାରେ, ବର୍ତ୍ତମାନ ସକ୍ରିୟ ଥିବା କେକେବିଏନ୍‌ ଡିଭିଜନର ଟପ୍‌ ମାଓ ନେତା…

ଆୟୋଜକ ଶ୍ରୀଲଙ୍କା ବିଦା, ରବୀନ୍ଦ୍ରଙ୍କୁ ୪ ୱିକେଟ

କଲମ୍ବୋ: ଏଠାରେ ଅନୁଷ୍ଠିତ ଟି୨୦ ବିଶ୍ୱକପ ସୁପର ଏଇଟର ଏକ ମୁକାବିଲାରେ ନ୍ୟୁଜିଲାଣ୍ଡ ଆୟୋଜକ ଶ୍ରୀଲଙ୍କାକୁ ୬୧ ରନରେ ପରାସ୍ତ କରିଛି । ଏଥିସହ ନ୍ୟୁଜିଲାଣ୍ଡ ସେମିଫାଇନାଲ ଦୌଡରେ ପାଦେ ଆଗେଇଥିବା ବେଳେ ଆୟୋଜକ ଶ୍ରୀଲଙ୍କା ଅଭିଯାନ ଶେଷ ହୋଇଛି । ପ୍ରଥମେ ବ୍ୟାଟିଂ କରି ନ୍ୟୁଜିଲାଣ୍ଡ ୭ ୱିକେଟ…

FIH Pro League 2025-26: ଅଷ୍ଟ୍ରେଲିଆକୁ ହରାଇ ପ୍ରଥମ ବିଜୟ ହାସଲ କଲା ଭାରତ

ନୂଆଦିଲ୍ଲୀ: ଟିମ୍ ଇଣ୍ଡିଆ ବିଜୟ ସହ FIH ପୁରୁଷ ପ୍ରୋ ଲିଗ୍ 2025-26ର ହୋବାର୍ଟ ପର୍ଯ୍ୟାୟକୁ ଶେଷ କରିଛି । ଚଳିତ ପ୍ରୋ ଲିଗ୍ ରେ ଭାରତୀୟ ହକି ଦଳର ଏହା ପ୍ରଥମ ବିଜୟ । ଆଜି ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ନିର୍ଦ୍ଧାରିତ ସମୟ ମଧ୍ୟରେ ସ୍କୋର ୧-୧ ଗୋଲ୍‌ରେ ଡ୍ର ରହିଥିଲା। ଏହାପରେ ୩-୧…

ଗମ୍ଭୀରଙ୍କ ରଣନୀତିକୁ ପରୋକ୍ଷରେ ସମାଲୋଚନା କଲେ ଏହି ବିଶ୍ୱକପ ବିଜେତା ଅଧିନାୟକ

ନୂଆଦିଲ୍ଲୀ: ଦକ୍ଷିଣ ଆଫ୍ରିକା ନିକଟରୁ ଟି୨୦ ବିଶ୍ୱକପ ସୁପର ଏଇଟରେ ଭାରତ ଶୋଚନୀୟ ଭାବେ ହାରିବା ସମସ୍ତଙ୍କୁ ବ୍ୟଥୀତ କରିଛି । ଏହି ପରାଜୟ ଯୋଗୁ ଟିମ ଇଣ୍ଡିଆ ଏବେ ସେମିଫାଇନାଲରେ ପ୍ରବେଶ କରିବା ପାଇଁ ସଂଘର୍ଷ କରୁଛି । ବିଶ୍ୱକପ ବିଜେତା ଅଷ୍ଟ୍ରେଲିଆର ଅଧିନାୟକ ରିକି ପଂଟିଂ ଭାରତର କୋଚ…

Foreign Currency:ରେଳ ଷ୍ଟେସନରୁ ପୁଳାପୁଳା ବିଦେଶୀ ମୁଦ୍ରା ଜବତ; ଯୁବକ ଫେରାର

ସୁବର୍ଣ୍ଣପୁର:ସୁବର୍ଣ୍ଣପୁର ଡୁଙ୍ଗୁରିପାଲି ରେଲୱେ ଷ୍ଟେସନରେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ଠାରୁ ୧୯ଟି ବିଦେଶୀ ନୋଟ ଜବତ। ସୂଚନାଥାଉକି, ବ୍ୟକ୍ତିଙ୍କ ବ୍ୟାଗରୁ ୨ ଲକ୍ଷ ୬୯ ହଜାର ଭାରତୀୟ ଟଙ୍କା ସହ ୟୁଏଇ, ମାଲେସିଆ, ଚାଇନା ଏବଂ ଥାଇଲଣ୍ଡର ୧୯ଟି ବିଦେଶୀ ନୋଟ ଜବତ ହୋଇଛି । ତେବେ ଅଭିଯୁକ୍ତ ଜଣକ…

Epstein Files: ଏପ୍‌ଷ୍ଟାଇନ୍‌ଙ୍କୁ ନେଇ ସତ ମାନିଲେ ବିଲ୍ ଗେଟ୍ସ, କହିଲେ ମୋର ଭୁଲ ଥିଲା…

ନୂଆଦିଲ୍ଲୀ: ଯୌନ ଅପରାଧରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜେଫ୍ରି ଏପ୍‌ଷ୍ଟାଇନ୍‌ଙ୍କ ସହ ନିଜ ସମ୍ପର୍କକୁ ନେଇ ବିଲ୍ ଗେଟ୍ସ ଖୋଲାଖୋଲି ଭାବରେ ଆଲୋଚନା କରିଛନ୍ତି। ଗେଟ୍ସ ଫାଉଣ୍ଡେସନ୍‌ର ଏକ କାର୍ଯ୍ୟକ୍ରମରେ କର୍ମଚାରୀମାନଙ୍କୁ ସମ୍ବୋଧିତ କରି ଟେକ ଟାଇକୁନ୍ ଏହା ସ୍ୱୀକାର କରିଛନ୍ତି ଯେ,  …