ଶେଷ ହେଲା କୋରାପୁଟ-ଜଗଦଲପୁର ରେଳ ସେକ୍ସନରେ ପୁନଃରୁଦ୍ଧାର କାର୍ଯ୍ୟ
ଭୁବନେଶ୍ୱର: କୋରାପୁଟ-ଜଗଦଳପୁର ରେଳ ସେକ୍ସନରେ ପୁନଃରୁଦ୍ଧାର କାର୍ଯ୍ୟ ସମାପ୍ତ। ମାନବର ଏବଂ ଜରତି ଷ୍ଟେସନ୍ ମଧ୍ୟରେ ମାଟି ଓ ପଥର ଧସିଯିବା ଯୋଗୁଁ ଟ୍ରେନ ସେବା ପ୍ରଭାବିତ ହୋଇଥିଲା। କୋଟଭାଲାସା-କୋରାପୁଟ-କିରାଣ୍ଡୁଲ (କେ.କେ) ରେଳ ଲାଇନର କୋରାପୁଟ-ଜଗଦଲପୁର ରେଳ ସେକ୍ସନର ମାନବର ଏବଂ ଜରତି…