ହାତୀ ମୃତ୍ୟୁ ମାମଲା ନେଇ ତାଗିଦ: ମଧ୍ୟବର୍ତ୍ତୀକାଳୀନ ଆବେଦନ ଶୁଣାଣି କରିବାକୁ ମନା କଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ: କେରଳରେ ହାତୀ ମୃତ୍ୟୁକୁ ନେଇ ମଧ୍ୟବର୍ତ୍ତୀକାଳୀନ ଆବେଦନ ଶୁଣାଣି କରିବାକୁ ମନା କରି ଦେଇଛନ୍ତି ସୁପ୍ରିମକୋର୍ଟ। ପ୍ରଧାନ ବିଚାରପତି ଡି.ୱାଇ ଚନ୍ଦ୍ରଚୂଡ, ଜଷ୍ଟିସ ଜେ.ବି ପାରଦୀୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ରଙ୍କ ଏକ ବେଞ୍ଚ କହିଛନ୍ତି ଏହା ସ୍ଥାନୀୟ ପ୍ରସଙ୍ଗ ଯାହାକୁ ହାଇକୋର୍ଟ…