ଭାରତ ବିରୋଧୀ ବିବାଦୀୟ ଟୁଇଟ ନେଇ ବିଶ୍ୱକପରୁ ବିଦା ହେଲେ ପାକିସ୍ତାନ ଆଙ୍କର ଜୈନବ ଆବାସ
ନୂଆଦିଲ୍ଲୀ: ଭାରତରେ ଦିନିକିଆ କ୍ରିକେଟ ବିଶ୍ୱକପ ଆୟୋଜିତ ହେଉଛି । ଏଥିପାଇଁ ପାକିସ୍ତାନର ଟିମ ବ୍ୟତୀତ ବିଶେଷଜ୍ଞ, ପ୍ରଶଂସକ ଓ ଆଙ୍କର ମଧ୍ୟ ଭାରତ ଗସ୍ତରେ ଆସିଛନ୍ତି । ଏହା ମଧ୍ୟରେ ଏକ ବିବାଦୀୟ ଖବର ସମ୍ମୁଖକୁ ଆସିଛି । ପାକିସ୍ତାନର ଲୋକପ୍ରିୟ ଆଙ୍କର ଜୈନବ ଆବାସଙ୍କୁ ବିଶ୍ୱକପ…