୧୦ମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ବର୍ଷକୁ ୨ଥର ପରୀକ୍ଷା ଦେବା ବାଧ୍ୟତାମୂଳକ ନୁହେଁ: ଧର୍ମେନ୍ଦ୍ର ପ୍ରଧାନ
ନୂଆଦିଲ୍ଲୀ: ଦଶମ ଏବଂ ଦ୍ୱାଦଶ ଶ୍ରେଣୀର ବୋର୍ଡ ପରୀକ୍ଷା ବିଷୟରେ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା। ବର୍ଷକରେ ଦୁଇ ଥର ବୋର୍ଡ ପରୀକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ । ଏଣିକି ବର୍ଷକୁ ଦୁଇ ଥର ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷାରେ ବସିବାକୁ ବାଧ୍ୟତାମୂଳକ ନୁହେଁ ବୋଲି…