ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ଇନ୍ଦ୍ରଜିତ ସିଂହ ବିନ୍ଦ୍ରାଙ୍କ ପରଲୋକ
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ୍ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ)ର ପୂର୍ବତନ ଅଧ୍ୟକ୍ଷ ଇନ୍ଦ୍ରଜିତ ସିଂହ ବିନ୍ଦ୍ରାଙ୍କ ୮୪ ବର୍ଷ ବୟସରେ ପରଲୋକ ଘଟିଛି। ଦିଲ୍ଲୀସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ଜଣାପଡ଼ିଛି।
ସେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ। ରବିବାର ଅପରାହ୍ନରେ…