ଗୋପବନ୍ଧୁ ଜୟନ୍ତୀ : ନିଃସ୍ବାର୍ଥ ସେବାର ମୂର୍ତ୍ତିମନ୍ତ ବିଗ୍ରହ ଉତ୍କଳମଣୀ
“ମିଶୁ ମୋର ଦେହ ଏ’ ଦେଶ ମାଟିରେ
ଦେଶବାସୀ ଚାଲି ଯାଆନ୍ତୁ ପିଠିରେ,
ଦେଶର ସ୍ଵରାଜ୍ୟ ପଥେ ଯେତେ ଗାଢ଼
ପୁରୁ ତହିଁ ପଡି ମୋର ମାଂସ ହାଡ଼”
– ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ
ଭୁବନେଶ୍ଵର: ଆଜି ଉତ୍କଳମଣି ଗୋପବନ୍ଧୁ ଦାସଙ୍କର ଜନ୍ମଜୟନ୍ତୀ । ଦିନଦରିଦ୍ରଙ୍କ ସେବାରେ ନିଜ…