ହାର୍ଟ ସମସ୍ୟା ସହ କୋଲେଷ୍ଟ୍ରଲ ହ୍ରାସ କରେ ସୋରିଷ
ନୂଆଦିଲ୍ଲୀ: ଆମେ ସାଧାରଣତଃ ଖାଦ୍ୟ ପ୍ରସ୍ତୁତିରେ ସୋରିଷକୁ ବ୍ୟବହାର କରୁ । ମାତ୍ର ଆପଣମାନେ ଜାଣନ୍ତି କି କେବଳ ରୋଷେଇ କାର୍ଯ୍ୟରେ ନୁହେଁ , ସୋରିଷ ଆମ ସ୍ବାସ୍ଥ୍ୟ ପାଇଁ ମଧ୍ୟ ବେଶ୍ ଲାଭଦାୟକ । ଏଥିରେ ଅନେକ ମାତ୍ରାରେ ପୋଷକ ତତ୍ତ୍ୱ ଭରପୂର ହୋଇ ରହିଥାଏ । ସୋରିଷ ମଞ୍ଜିରେ ଆଇରନ୍,…