ବିମାନ ବନ୍ଦରରେ ସହିଦ ସରୋଜ ଦାସଙ୍କ ପାର୍ଥିବ ଶରୀର, ଦିଆଗଲା ଗାର୍ଡ ଅଫ୍ ଅନର
ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲା ସହିଦ ସରୋଜ ଦାସଙ୍କ ପାର୍ଥିବ ଶରୀର । ସିକ୍କିମ ପ୍ରଳୟଙ୍କରୀ ବନ୍ୟାରେ ୨୩ ଜଣ ଯବାନ ଭାସି ଯାଇଥିଲେ । ଓଡ଼ିଆ ଯବାନ ସରୋଜ ଦାସ ମଧ୍ୟ ଭାସି ଯାଇଥିଲେ। ତାଙ୍କ ମର ଶରୀରକୁ ଉଦ୍ଧାର କରାଯାଇ ଥିବାବେଳେ ଭୁବନେଶ୍ବରରେ ପାର୍ଥିବ ଶରୀର ପହଞ୍ଚିଛି ।…