ପ୍ରୋଟିନରେ ଭରପୁର ମସୁର ଡାଲି: ପ୍ରତିଦିନ ଖାଇଲେ ମିଳିବ ଏହି ଫାଇଦା..
ନୂଆଦିଲ୍ଲୀ: ମସୁର ଡାଲି ଭାରତରେ ଏକ ଲୋକପ୍ରିୟ ଖାଦ୍ୟ । ଏହାକୁ ପ୍ରାୟ ଲୋକ ଖାଆନ୍ତି । ଏହା ବିଭିନ୍ନ ରଙ୍ଗରେ ଉପଲବ୍ଧ ରହିଥାଏ । ଯେପରିକି କଳା, ବାଦାମୀ, ନାଲି ଏବଂ ସବୁଜ । ମସୁର ଡାଲିକୁ ପ୍ରୋଟିନର ଏକ ଉତ୍ସ ଭାବରେ ବିବେଚନା କରାଯାଏ । ଶାକାହାରୀ ଅର୍ଥାତ୍ ଯେଉଁମାନେ ମାଛ,…