ଆଜି ଦିଲ୍ଲୀରେ ବସିବ ମାଓ ମୁକାବିଲା ବୈଠକ: ମାଓବାଦୀଙ୍କ ସ୍ଥିତି ଓ ସରକାରଙ୍କ ମୁକାବିଲା ରଣନୀତି ଉପରେ ହେବ ଆଲୋଚନା
ନୂଆଦିଲ୍ଲୀ : ଆଜି ନୂଆଦିଲ୍ଲୀ ବିଜ୍ଞାନ ଭବନରେ ଅନୁଷ୍ଠିତ ହେବାକୁ ଯାଉଛି ମାଓ ମୁକାବିଲା ବୈଠକ । ଗୃହମନ୍ତ୍ରୀ ଅମିତ୍ ଶାହଙ୍କ ଅଧ୍ୟକ୍ଷତାରେ ସକାଳ ୧୦ଟାରେ ଏହି ବୈଠକ ଅନୁଷ୍ଠିତ ହେବ । ବିଭିନ୍ନ ରାଜ୍ୟରେ ମାଓବାଦୀଙ୍କ ସ୍ଥିତି ଓ ସରକାରଙ୍କ ମୁକାବିଲା ରଣନୀତି ଉପରେ ଆଲୋଚନା ହେବ । …