Anganwadi: ୨୦ହଜାର ଅଙ୍ଗନବାଡ଼ି କେନ୍ଦ୍ରର ନାହିଁ ନିଜସ୍ୱ ଗୃହ,୩୮୯୦ଟି ଭଡ଼ା ଘରେ ଚାଲିଛି
ଭୁବନେଶ୍ବର: ବିଧାନସଭା ଶୀତ ଅଧିବେଶନର ତୃତୀୟ ଦିନରେ ଅଙ୍ଗନବାଡି କେନ୍ଦ୍ରକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ବିଧାୟକ । ଉତ୍ତର ରଖିଛନ୍ତି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ତଥା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ରାଜ୍ୟରେ ୨୦, ୧୫୦ ଅଙ୍ଗନଓ୍ବାଡି କେନ୍ଦ୍ରର ନାହିଁ ନିଜସ୍ଵ ଗୃହ। ଭଡ଼ା…